ଅମ୍ବାନୀ ପରିବାରର ପିଲାମାନଙ୍କୁ ଏତିକି ଟଙ୍କା ମିଳୁଥିଲା ପକେଟ୍‌ ମନି: ଜାଣନ୍ତୁ ସ୍କୁଲରେ କ’ଣ କହୁଥିଲେ ସାଙ୍ଗମାନେ…

ଦେଶର ସବୁଠାରୁ ଧନୀ ଅମ୍ବାନୀ ପରିବାରରେ କ’ଣ ଚାଲିଛି, ସେମାନଙ୍କ ପିଲାମାନେ କିପରି ବଢ଼ିଛନ୍ତି ତାହା ଜାଣିବାକୁ ସମସ୍ତେ ଚାହାନ୍ତି। ହେଲେ ଅମ୍ବାନୀ ପରିବାର ଏକ ଅଧ୍ୟବୀତ ପରିବାର ପରି ଜୀବନ ବିତାଉଥିବାକୁ ନେଇ ବେଶ୍‌ ଜଣାଶୁଣା। ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ନିଜେ ଏକ ସାକ୍ଷାତକାରରେ ଏହା କହିଥିଲେ।
ମୁକେଶ ଏବଂ ନୀତାଙ୍କର ୨ ପୁଅ ଏବଂ ଜଣେ ଝିଅ ଅଛନ୍ତି। ଆକାଶ, ଈଶା ଏବଂ ଅନନ୍ତ। ଯେତେବେଳେ ପିଲାମାନେ ଛୋଟ ଥିଲେ ପ୍ରତି ଶୁକ୍ରବାର ନୀତା ସେମାନଙ୍କୁ ୫ ଟଙ୍କା ଲେଖାଏ ପକେଟ୍‌ ମନି ଦେଉଥିଲେ। ଏହି ଟଙ୍କାକୁ ପିଲାମାନେ ନିଜ ସ୍କୁଲ କ୍ୟାଣ୍ଟିନରେ ଖର୍ଚ୍ଚ କରୁଥିଲେ। ଦିନେ ସାନ ପୁଅ ଅନନ୍ତ ୫ଟଙ୍କା ପରିବର୍ତ୍ତେ ୧୦ ଟଙ୍କା ଦେବାକୁ ମା’ଙ୍କୁ କହିଥିଲେ। ଏହାର କାରଣ ପଚାରିବାରୁ ସେ କହିଥିଲେ, ୫ ଟଙ୍କା ଦେଖି ସ୍କୁଲରେ ତାଙ୍କ ସାଙ୍ଗମାନେ ହସୁଛନ୍ତି। କହୁଛନ୍ତି ଅମ୍ବାନୀ ନା ଭିକାରୀ। ଏହି କଥା ଶୁଣି ନୀତା ଏବଂ ମୁକେଶ ବହୁତ ହସୁଥିଲେ ବୋଲି ଏକ ସାକ୍ଷାତକାରରେ ନୀତା ଏହା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri