Posted inଜାତୀୟ

ବିଶ୍ୱର ପ୍ରଥମ ୧୦ ଜଣ ଧନିବ୍ୟକ୍ତିଙ୍କ ତାଲିକାରୁ ବାଦ ପଡିଲେ ମୁକେଶ ଅମ୍ବାନି

ନୂଆଦିଲ୍ଲୀ,୨୩ ।୧: ବିଶ୍ୱର ଟପ ୧୦ ଧନି ବ୍ୟକ୍ତିଙ୍କ ତାଲିକାରୁ ବାଦ ପଡିଛନ୍ତି ଭାରତର ଧନୀ ଉଦ୍ଦ୍ୟୋଗୋପତି ମୁକେଶ ଅମ୍ବାନି । ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ, ମୁକେଶ ଅମ୍ବାନି ଏହି ତାଲିକାର ୧୧ ତମ ସ୍ଥାନରେ ରହିଛନ୍ତି ।

ମୁକେଶ ଅମ୍ବାନିଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଭାରତୀୟ ମାର୍କେଟରେ ସବୁଠାରୁ ବଡ କମ୍ପାନୀ ଓ ମୁକେଶ ଅମ୍ବାନି ଏହାର ମାଲିକ ରହିଛନ୍ତି । ଦୀର୍ଘ ସମୟ ଧରି ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ ବିଶ୍ୱର ଟପ ୧୦ ଧନୀ ତାଲିକାରେ ମୁକେଶ ଅମ୍ବାନି ରହିଥିଲେ । ହେଲେ କିଛିଦିନ ହେବ ତାଙ୍କ ସମ୍ପତ୍ତି କମ୍ ହୋଇଯିବାରୁ ସେ ଏହି ପ୍ରତିଷ୍ଠିତ ତାଲିକାରୁ ବାଦ ପଡିଛନ୍ତି । ମୁକେଶ ଅମ୍ବାନିଙ୍କ ନିକଟରେ ଏବେ ୮୫.୨ ଅରବ ଡଲାର ନେଟୱର୍ଥ ରହିଛି ଯାହା ପୂର୍ବ ସଂଖ୍ୟାଠାରୁ ୭୭୮ ଲକ୍ଷ ଡଲାର କମ । ଚଳିତ ବର୍ଷର ସମ୍ପତ୍ତିକୁ ଦେଖିଲେ ମୁକେଶ ଅମ୍ବାନିଙ୍କ ମୋଟ ସମ୍ପତ୍ତିରୁ ମୋଟ ୧.୯୩ ଅରବ ଡଲାର ତଳକୁ ଖସିଯାଇଛି ।
ଏହି ତାଲିକାର ଟପ ୧୦ରେ ଏଥର ଜଣେ ଭାରତୀୟ ରହିଛନ୍ତି । ସେ ହେଉଛନ୍ତି ଅଦାନି ଗ୍ରୁପର ମାଲିକ ଗୌତମ ଅଦାନି । ତାଙ୍କ ନିକଟରେ ଏବେ ୧୨୧ ଅରବ ଡଲାରର ସମ୍ପତ୍ତି ରହିଛି । ଚଳିତ ବର୍ଷ ସେ ୧୮୮ ଡଲାର ନେଟୱର୍ଥ ହାସଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?