Posted inଜାତୀୟ

ଛାଡ଼ପତ୍ର ପରେ ଦ୍ୱିତୀୟ ବିବାହ କରୁଛନ୍ତି ମୁକେଶ ଅମ୍ବାନୀଙ୍କ ଭାଣେଜୀ

ନୂଆଦିଲ୍ଲୀ,୧୨।୫: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ମାଲିକ ମୁକେଶ ଅମ୍ବାନୀଙ୍କ ଭାଣେଜୀ ଇଶିତା ସାଲଗାଓକର ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ମୁକେଶଙ୍କ ଭଉଣୀ ଦୀପ୍ତି ସାଲଗାଓକର ଏବଂ ଦତ୍ତରାଜ ସାଲଗାଓକରଙ୍କ ଝିଅ ଇଶିତା ଅତୁଲ୍ୟ ମିତ୍ତଲଙ୍କ ହାତ ଧରିବେ। ଏବେ ଉଭୟଙ୍କ ପ୍ରି-ଓ୍ବେଡିଂ ଉତ୍ସବ ଆରମ୍ଭ ହୋଇଛି। ନିକଟରେ ସେମାନଙ୍କ ପାଇଁ ଏକ କକ୍‌ଟେଲ ପାର୍ଟିର ଆୟୋଜନ କରାଯାଇଥିଲା। ଏହାର କିଛି ଫଟୋ ମୁକେଶଙ୍କ ଝିଅ ଈଶା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଫଟୋଗୁଡ଼ିକ ବେଶ ଭାଇରାଲ ହେଉଛି। ତେବେ ପୂର୍ବରୁ ଇଶିତା ଅଳଙ୍କାର ଡିଜାଇନର୍‌ ନିରବ ମୋଦୀଙ୍କ ସାନ ଭାଇ ନୀଶଲ ମୋଦୀଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ହଜାର କୋଟି ଟଙ୍କାର ହେରୋଇନ ଜବତ

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀ ପୋଲିସ ଫରିଦାବାଦର ଏକ ଘରୁ ଶନିବାର ୩୫୪ କେଜି ଡ୍ରଗ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ଅଢ଼େଇ ହଜାର କୋଟି ଟଙ୍କାରୁ...

ବର୍ଷର ପ୍ରଥମଦିନକୁ ଅନ୍ନଦାତାଙ୍କୁ ସମର୍ପଣ କଲେ ମୋଦି

ନୂଆଦିଲ୍ଲୀ,୧ ।୧: ନୂଆବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଏକ ବଡ କଥା କହିଛନ୍ତି । ମୋଦି କହିଛନ୍ତି ବର୍ଷର ପ୍ରଥମଦିନକୁ ଅନ୍ନଦାତାଙ୍କୁ...

ଲାଲକିଲ୍ଲାରେ ଖଣ୍ଡା ବୁଲାଇଥିବା ବ୍ୟକ୍ତିଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ଲାଲକିଲ୍ଲାରେ ଚଳିତବର୍ଷ ଜାନୁୟାରୀ ୨୬ରେ ଟ୍ରାକ୍ଟର ରାଲି ବେଳେ ହୋଇଥିବା ହିଂସା ଘଟଣାରେ ଦିଲ୍ଲୀ ପୋଲିସ ଆଉ ଜଣଙ୍କୁ ଗିରଫ କରିଛି। ଗିରଫ...

ଦୈନିକ ସଂକ୍ରମଣରେ ଲଗାମ୍‌, ପିଜିଟିଭ୍‌ ହାର ୨.୩୪ ପ୍ରତିଶତ…

ନୂଆଦିଲ୍ଲୀ,୪।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଲଗାତାର ୭...

ଚା’ କିଲୋ ୯୯,୯୯୯ ଟଙ୍କା

ଗୁଆହାଟୀ,୧୪।୧୨:: ଆସାମର ଦିବ୍ରୁଗଡ ଜିଲାର ଏକ ସ୍ବତନ୍ତ୍ର ଚା’ ମଙ୍ଗଳବାର ୯୯.୯୯୯ ଟଙ୍କାରେ ନିଲାମ ହୋଇଛି। ଦେଶର କୌଣସି ଚା’ ନିଲାମରେ ଏହା ସର୍ବାଧିକ ମୂଲ୍ୟ...

ଦେଇଥିବା ପ୍ରତିଶ୍ରୁତି ପୂରଣ କରିବି: କେଜରିୱାଲ

ଚଣ୍ଡିଗଡ଼,୧୩ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ରବିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ପଞ୍ଜାବ ଗସ୍ତରେ ଯାଇ ଏକ...

୩ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୩୦।୧୦: ଆତଙ୍କବାଦୀଙ୍କ ଟାର୍ଗେଟରେ ଏବେ ନେତା। ଦକ୍ଷିଣ କଶ୍ମୀରର କୁଲଗାମ ଜିଲା ଗୁରୁବାର ଆତଙ୍କବାଦୀମାନେ ୩ ଜଣ ସ୍ଥାନୀୟ ଭାଜପା କର୍ମୀଙ୍କୁ ହତ୍ୟା କରିଛନ୍ତି। ସେମାନେ...

୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ନିଯୁକ୍ତି ହେବେ ୨ ସିଜେଆଇ…

ନୂଆଦିଲ୍ଲୀ, ୨୭।୬ : ଆଗାମୀ ୬ ମାସ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ୨ ପ୍ରଧାନବିଚାରପତି(ସିଜେଆଇ) ନିଯୁକ୍ତ ହେବେ। ପ୍ରଧାନ ବିଚାରପତି ଏନଭି ରମନାଙ୍କ ସମେତ ୫ ଜଣ...

Advertisement
Archives

Model This Week