ମୁକେଶ ଅମ୍ବାନୀଙ୍କ ଝିଅ ବାହାଘରର ଗୋଟିଏ କାର୍ଡର ମୂଲ୍ୟ ଜାଣିଲେ…

ବର୍ତ୍ତମାନ କାଟ୍ରିନା ଭିକି କୌଶଲଙ୍କ ବିବାହକୁ ନେଇ ଫ୍ୟାନ୍ ଫଲୋର୍ସଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ବଢ଼ିଛି। ତେବେ ପ୍ରସିଦ୍ଧ ବ୍ୟକ୍ତିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହାର ଏକ ବିଶେଷ କାରଣ ହେଉଛି ସେମାନଙ୍କ ବିବାହ ସମାରୋହ ବହୁତ ବିଳାସପୂର୍ଣ୍ଣ। ବିବାହରେ ନିମନ୍ତ୍ରଣ କାର୍ଡର ବିଶେଷ ଭୂମିକା ଅଛି। ଯାହାକୁ ପ୍ରସ୍ତୁତି କରିବା ପାଇଁ ଜଣେ ଜଣେ ହଜାରେରୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥାନ୍ତି। ସେହିମାନଙ୍କ ମଧ୍ୟରେ ଚର୍ଚ୍ଚାରେ ରହିଛନ୍ତି ଅମ୍ବାନୀ ପରିବାର। ତାଙ୍କ ପରିବାରରେ ହେଉଥିବା ବିବାହ ପ୍ରାୟ ଚର୍ଚ୍ଚାରେ ରହିଥାଏ।

ଇଶା ଅମ୍ବାନୀ ଏବଂ ଆନନ୍ଦ ପିରାମଲ
ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ଝିଅ ଇଶାଙ୍କ ବିବାହ କାର୍ଡର ମୂଲ୍ୟ ତିନି ଲକ୍ଷ ଟଙ୍କା ବୋଲି କୁହାଯାଉଛି। କାର୍ଡଟି ଏକ ବାକ୍ସ ପରି ଦେଖାଯାଉଥିଲା ଏହାକୁ ଖୋଲିବା ସମୟରେ ଗାୟତ୍ରୀ ମନ୍ତ୍ର ବାଜୁଥିଲା। ଏହି କ୍ରିମ ରଙ୍ଗର କାର୍ଡକୁ ଫୁଲରେ ସଜାଯାଇଥିଲା। ଯେଉଁଥିରେ ଇଶା ଏବଂ ଆନନ୍ଦଙ୍କ ନାମର ପ୍ରଥମ ଅକ୍ଷର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମେଁ ଅଟଳ ହୁଁ’ର ପ୍ରଥମ ପୋଷ୍ଟର ରିଲିଜ୍‌

ସମଗ୍ର ଦେଶ ୨୫ ଡିସେମ୍ବର ଅର୍ଥାତ୍‌ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ତାଙ୍କ...

ଡ୍ରିମ୍‌ଗର୍ଲ ୨ ସିନେମାରେ ସୋନପୁରର ରାଜକିଶୋର

ସୋନପୁର,୨୮।୮(ମୃତ୍ୟୁଞ୍ଜୟ ଶତପଥୀ): କଳା, ସଂସ୍କୃତିର ମାଟି ସୁବର୍ଣ୍ଣପୁରରେ ଆଉ ଜଣେ ଯୁବକ ଚଳଚ୍ଚିତ୍ର ଦୁନିଆରେ ନିଜର ପାଦ ଥାପି ସଫଳତା ପାଇଛନ୍ତି। ଚଳଚ୍ଚିତ୍ର ଦୁନିଆକୁ ଏହି...

ଦ୍ୱାଦଶ ଫେଲ୍‌ ପରେ ରୋଷେୟା ହେବାକୁ ଚାହୁଁଥିଲେ, ଆଜି ସୁପରଷ୍ଟାର୍‌ ଅଭିନେତା

ସାଉଥ୍‌ ସୁପରଷ୍ଟାର ଧନୁଷ ଆଜି ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ ଅଭିନେତା, ଲେଖକ, ନିର୍ମାତା, ନିର୍ଦ୍ଦେଶକ ଏବଂ ପ୍ଲେବ୍ୟାକ୍‌ ସିଙ୍ଗର ଭାବେ ଧନୁଷ ଫିଲ୍ମ...

ଲୁଚିଛପି ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ କୟାଲ ଆନନ୍ଦୀ। ପ୍ରଥମ ଫିଲ୍ମରୁ ସେ ଦର୍ଶକଙ୍କ ହୃଦୟ ଜିତିପରିଛନ୍ତି। ତେବେ ଏହି ଅଭିନେତ୍ରୀ ନୂଆ...

ଏହି ଗୀତର ଶୁଟିଂ ସମୟରେ ଖୁବ୍‌ ଡରି ଯାଇଥିଲେ ଶାହାରୁଖ

ମୁମ୍ବାଇ: ଫିଲ୍ମ ଦେଖିବା ସମୟରେ ଜାଣି ହୁଏ ନାହିଁ ଏହା ପଛରେ କେତେ କଷ୍ଟ କରାଯାଇଛି। ମାତ୍ର ଯେଉଁମାନେ ଅଭିନୟ କରିଛନ୍ତି, ସେମାନେ ଜାଣିଥାନ୍ତି ପ୍ରକୃତ...

ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି

ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍‌ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା...

କଷ୍ଟ୍ୟୁମ ଡିଜାଇନ୍‌ର ମୂଲ୍ୟ ଏବେ ଆଉ ନାହିଁ

ଫିଲ୍ମ ନିର୍ମାଣ ପୂର୍ବରୁ ଗୋଟିଏ ମିଳିତ ବୈଠକ ଡକାଯାଉଥିଲା। ପ୍ରଯୋଜକ, ନିର୍ଦ୍ଦେଶକଙ୍କ ସମେତ ବାକି ସମସ୍ତ ବିଭାଗର ଲୋକ ଉପସ୍ଥିତ ରହୁଥିଲେ। କେଉଁ ସ୍ଥାନରେ ଶୁଟିଂ...

ସ୍ବାମୀଙ୍କ ନାଁର ଟାଟୁ ହଟାଇଲେ ରାଖୀ, କହିଲେ ଏମିତି

ଡ୍ରାମାକୁଇନ୍‌ ରାଖୀ ସାଓ୍ବନ୍ତ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି, ସେ ଚର୍ଚ୍ଚାରେ ରହିବା ପାଇଁ କୌଣସି ଉପାଉ ଛାଡ଼ନ୍ତି ନାହିଁ। ବୃତ୍ତିଗତ ଜୀବନ ହେଉ କିମ୍ବା ବ୍ୟକ୍ତିଗତ...

Advertisement
Archives

Model This Week