Posted inଫୁରସତ

ଏହି ସ୍କୁଲରେ ପାଠ ପଢୁଥିଲେ ମୁକେଶ ଅମ୍ବାନୀଙ୍କ ପୁଅ, ଏବେ ବିଶିଷ୍ଟ ଶିଳ୍ପପତି

ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ମୁମ୍ବାଇସ୍ଥିତ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢୁଥିଲେ। ଯେଉଁ ସ୍କୁଲକୁ ମୁକେଶ ତାଙ୍କ ପିତା ଧୀରୁଭାଇ ଅମ୍ବାନୀଙ୍କୁ ସ୍ମରଣ କରିବା ପାଇଁ ଖୋଲିଥିଲେ। ଅନନ୍ତ ହେଉଛନ୍ତି ମୁକେଶଙ୍କ ସାନ ପୁଅ। ଅନନ୍ତଙ୍କ ଉପରେ ଭାଇ ଆକାଶ ଏବଂ ଭଉଣୀ ଇଶା ମଧ୍ୟ ଅଛନ୍ତି। ଅନନ୍ତଙ୍କ ଜନ୍ମ ୧୦ ଏପ୍ରିଲ ୧୯୯୫ରେ। ତେବେ ଜାଣନ୍ତୁ ବିଶିଷ୍ଟ ଶିଳ୍ପପତି ଅନନ୍ତଙ୍କ ଶିକ୍ଷାଯାତ୍ରା ବିଷୟରେ…

ଅନନ୍ତ ନିଜର ସ୍କୁଲ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ସାରିଛନ୍ତି। ଏହି ସ୍କୁଲରେ ସଚିନ ତେନ୍ଦୁଲକର, ବଲିଉଡ୍‌ କିଙ୍ଗ୍‌ଖାନ୍‌ ଶାହାରୁଖ ଖାଁ, ଶ୍ରୀଦେବୀଙ୍କଠାରୁ ଆରମ୍ଭ କରି ଅନେକ ବଡ଼ ବଡ଼ ବ୍ୟକ୍ତିବିଶେଷ ପଢୁଥିଲେ। ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପାଠ ସାରିବା ପରେ ଅନନ୍ତ ରୋଡ୍‌ ଆଇଲାଣ୍ଡରେ ବ୍ରାଉନ୍‌ ୟୁନିଭରସିଟିରେ ସ୍ନାତ୍ତକ ଡିଗ୍ରୀ କରିଥିଲେ। ଏବେ ଅନନ୍ତ ଜଣେ ବିଶିଷ୍ଟ ଶିଳ୍ପପତି। ପିତାଙ୍କ ବ୍ୟବସାୟ କଥା ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri