Posted inଫୁରସତ

ଏହି ସ୍କୁଲରେ ପାଠ ପଢୁଥିଲେ ମୁକେଶ ଅମ୍ବାନୀଙ୍କ ପୁଅ, ଏବେ ବିଶିଷ୍ଟ ଶିଳ୍ପପତି

ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ମୁମ୍ବାଇସ୍ଥିତ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢୁଥିଲେ। ଯେଉଁ ସ୍କୁଲକୁ ମୁକେଶ ତାଙ୍କ ପିତା ଧୀରୁଭାଇ ଅମ୍ବାନୀଙ୍କୁ ସ୍ମରଣ କରିବା ପାଇଁ ଖୋଲିଥିଲେ। ଅନନ୍ତ ହେଉଛନ୍ତି ମୁକେଶଙ୍କ ସାନ ପୁଅ। ଅନନ୍ତଙ୍କ ଉପରେ ଭାଇ ଆକାଶ ଏବଂ ଭଉଣୀ ଇଶା ମଧ୍ୟ ଅଛନ୍ତି। ଅନନ୍ତଙ୍କ ଜନ୍ମ ୧୦ ଏପ୍ରିଲ ୧୯୯୫ରେ। ତେବେ ଜାଣନ୍ତୁ ବିଶିଷ୍ଟ ଶିଳ୍ପପତି ଅନନ୍ତଙ୍କ ଶିକ୍ଷାଯାତ୍ରା ବିଷୟରେ…

ଅନନ୍ତ ନିଜର ସ୍କୁଲ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ସାରିଛନ୍ତି। ଏହି ସ୍କୁଲରେ ସଚିନ ତେନ୍ଦୁଲକର, ବଲିଉଡ୍‌ କିଙ୍ଗ୍‌ଖାନ୍‌ ଶାହାରୁଖ ଖାଁ, ଶ୍ରୀଦେବୀଙ୍କଠାରୁ ଆରମ୍ଭ କରି ଅନେକ ବଡ଼ ବଡ଼ ବ୍ୟକ୍ତିବିଶେଷ ପଢୁଥିଲେ। ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପାଠ ସାରିବା ପରେ ଅନନ୍ତ ରୋଡ୍‌ ଆଇଲାଣ୍ଡରେ ବ୍ରାଉନ୍‌ ୟୁନିଭରସିଟିରେ ସ୍ନାତ୍ତକ ଡିଗ୍ରୀ କରିଥିଲେ। ଏବେ ଅନନ୍ତ ଜଣେ ବିଶିଷ୍ଟ ଶିଳ୍ପପତି। ପିତାଙ୍କ ବ୍ୟବସାୟ କଥା ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri