ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ: କରିବେ ଜଗା ଦର୍ଶନ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱର ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ
ଅନନ୍ତ ଅମ୍ବାନୀ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିବାହ ପୂର୍ବରୁ ଅନନ୍ତ ଜଗା ଦର୍ଶନ କରିବା ପାଇଁ ଓଡ଼ିଶା ଆସିଥିବା ଜଣାପଡ଼ିଛି। ସେ ଭୁବନେଶର ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ସେ ଭୁବନେଶର ଆସି ମୁମ୍ବାଇ ଫେରିଯିବେ ବୋଲି ସୂଚନା ମିଳିଛି ।
ଗତ କିଛି ଦିନ ତଳେ ଦେଶର ବିଶିଷ୍ଟ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅଙ୍କ ରାଧିକା ମର୍ଚ୍ଚାଣ୍ଟଙ୍କ ସହ ନିର୍ବନ୍ଧ ଶେଷ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନିମଲ୍‌ ଅଣ୍ଡରପାସ୍‌ କାମ ସରୁନି

କେନ୍ଦୁଝର,୨୧।୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡ଼ିକରେ ହାତୀ ସାଙ୍ଗକୁ...

ଦିଲ୍ଲୀରୁ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଗିରଫ

ଭୁବନେଶ୍ୱର,୧୪।୯ (ବ୍ୟୁରୋ): ଆୟକର ଟିକସ ରିଫଣ୍ଡ୍‌ ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରୁ ଜଣେ ଚାର୍ଟାଡର୍ର୍ ଆକାଉଣ୍ଟାଣ୍ଟ୍‌(ଇଣ୍ଟରମିଡିଏଟ)ଙ୍କୁ ଗିରଫ...

କୋର୍ଟରେ ହାଜର ହେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ ମଙ୍ଗଳବାର ଖୋର୍ଦ୍ଧା ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟରେ ହାଜର...

ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ

ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା।...

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ...

ନକଲି ୱେବ୍‌ସାଇଟ୍‌ ଖୋଲି ଲୁଟିଥିଲେ ୧୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ବରଗଡ଼ ଅଫିସ୍‌,୨୬।୫: ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ବୁଧବାର ଏକ ସାଇବର କ୍ରାଇମର ପର୍ଦ୍ଦାଫାଶ କରିଛି। ଏକ କମ୍ପାନୀ ନାମରେ ୱେବସାଇଟ୍‌ ଖୋଲି ଜାଲ...

ସଂକ୍ରମିତ ଦଳିତଙ୍କ ଏତଲା ରଖୁନି ପୋଲିସ: କାର୍ଯ୍ୟାନୁଷ୍ଠାନ ନେଇ ଡିସିପିଙ୍କ ଦ୍ୱାରସ୍ଥ

ପୁରୁଣା ଭୁବନେଶ୍ୱର, ୧ା୧୨ (ଡି.ଏନ.ଏ.) ଏଚଆଇଭି ସଂକ୍ରମିତଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଓ ସେମାନଙ୍କ ପ୍ରତି ଅବିଚାର ନ ହେବା ନେଇ ଅନେକ ସରକାରୀ...

ଚାନ୍ଦିବାଉଁଶମୂଳ ପଞ୍ଚାୟତରେ ୬ ଆହତ

ରାଜନଗର,୧୨ା୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପ୍ରଥମଥର ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନକୁ ନେଇ...

Advertisement
Archives

Model This Week