ଗୋଲ୍‌ଡ ପାଇ ମା’ବାପାଙ୍କୁ ଶ୍ରେୟ ଦେଲେ ମୁକେଶ

ଗଞ୍ଜାମ,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଚାଲିଥିବା ୧୦ରୁ ୧୫ ବର୍ଷ ବୟସ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଗଞ୍ଜାମ ଓଡ଼ିଆ ଢାମଣା ସାହିର ମନୋରଞ୍ଜନ ସାହୁଙ୍କ ପୁଅ ମୁକେଶ କୁମାର ସାହୁ (ରାଜ) ଗୋଲ୍‌ଡ ମେଡାଲ ହାସଲ କରି ଗଞ୍ଜାମ ସହର ତଥା ନିଜ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ଏନେଇ ରାଜ ନିଜ ଗୁରୁ, ବାପା ଓ ମା’ ଦିଲେଶ୍ୱର ସାହୁଙ୍କୁ ଶ୍ରେୟ ଦେଇଛନ୍ତି। ଅକ୍ଳାନ୍ତ ପରିଶ୍ରମ ଓ ଗୁରୁଙ୍କ ପ୍ରେରଣା ଓ ମା’ବାପାଙ୍କ ଆଶୀର୍ବାଦ ଯୋଗୁ ସେ ସଫଳ ହୋଇଥିବା ପ୍ରତିକ୍ରିୟାରେ କହିଛନ୍ତି। ଜିଲା ଓ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସେ ଭାଗ ନେବାକୁ ହେଲେ ଆହୁରି କଠିନ ପରିଶ୍ରମ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri