Posted inଫୁରସତ

ଏପରି କହି ଜୟାଙ୍କୁ ଟାର୍ଗେଟ କଲେ ମୁକେଶ

ମୁମ୍ବାଇ,୧୮।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ବଲିଉଡରେ ବର୍ତ୍ତମାନ ତୁ ତୁ ମେମେ ଲାଗି ରହିଛି। ସୋମବାର ଲୋକସଭାରେ ଏ ପ୍ରସଙ୍ଗ ଉଠାଇ ଅଭିନେତା ତଥା ଭାଜପା ଏମପି ରବି କିଶନ ବଲିଉଡକୁ ନର୍ଦ୍ଦମା ବୋଲି କହିଥିଲେ। ଆଉ ତା’ପର ଦିନ ରାଜ୍ୟସଭାରେ ଅଭିନେତ୍ରୀ ତଥା ଏମ୍‌ପି ଜୟା ବଚ୍ଚନ ଏହି ମନ୍ତବ୍ୟକୁ ବିରୋଧ କରିଥିଲେ। କିଛି ଲୋକ ଯେଉଁ ଥାଳିରେ ଖାଉଛନ୍ତି, ସେଥିରେ ଛିଦ୍ର କରୁଛନ୍ତି ବୋଲି ଜୟା ପ୍ରକାଶ କରିଥିଲେ।
ତେବେ ଜୟାଙ୍କ ଏପରି ମନ୍ତବ୍ୟ ଉପରେ ଶୁକ୍ରବାର ମୁକେଶ ଖାନ୍ନା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସମସ୍ତେ ଏଠାରେ ପରିଶ୍ରମ କରୁଛନ୍ତି। ଇଣ୍ଡଷ୍ଟ୍ରି ସମସ୍ତଙ୍କର, କାହା ବାପାଙ୍କର ନୁହେଁ। ଇଣ୍ଡଷ୍ଟ୍ରି ବର୍ଷ ବର୍ଷ ଧରି ରହିଆସିଛି। ବର୍ତ୍ତମାନ ଗୋଷ୍ଠୀବାଦ ବୃଦ୍ଧି ପାଇଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri