Posted inଜାତୀୟ

ଜେଲରେ ଜୀବନ ପ୍ରତି ବିପଦ ଥିବା କହିଲେ ମୁଖତାର ଅଂସାରୀ

ଲକ୍ଷ୍ନୌ,୧୭ ।୮: ଜେଲରେ ବନ୍ଦଥିବା ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଧାୟକ ମୁଖତାର ଅଂସାରୀ କୋର୍ଟଙ୍କୁ କହିଛନ୍ତି କି ଜେଲ ଭିତରେ ତାଙ୍କ ଜୀବନ ପ୍ରତି ବିପଦ ରହିଛି । ଜେଲରେ ତାଙ୍କୁ ହତ୍ୟା କରିବା ଲାଗି ୫ କୋଟି ଟଙ୍କା ଠିକା ଦିଆଯାଇଥିବା ସେ କହିଛନ୍ତି । ତାଙ୍କ ଓକିଲଙ୍କ ଅନୁଯାୟୀ, ଅଂସାରୀ କହିଛନ୍ତି କି ଅନଧିକୃତ ବ୍ୟକ୍ତିମାନେ ରେଜିଷ୍ଟରରେ ଏଣ୍ଟ୍ରି ନ କରି ଜେଲ ଭିତରକୁ ପ୍ରବେଶ କରିଛନ୍ତି । ତେଣୁ ତାଙ୍କ ଜୀବନ ପ୍ରତି ବିପଦ ରହିଛି । ସୂଚନାଯୋଗ୍ୟ, ଅଂସାରୀଙ୍କୁ ଜାଲିଆତି ଓ ଠକେଇ ମାମଲାରେ ଉତ୍ତର ପ୍ରଦେଶର ବାନ୍ଦା ଜେଲରେ ରଖାଯାଇଛି । ଉତ୍ତର ପ୍ରଦେଶର ଏମ୍‌ପି ଓ ବିଧାୟକଙ୍କ ସହ ଜଡିତ ସ୍ପେଶାଲ କୋର୍ଟରେ ଅଂସାରୀଙ୍କୁ ସୋମବାର ଭର୍ଚୁଆଲ ଭାବେ ହାଜର କରାଯାଇଥିଲା । ଅଂସାରୀଙ୍କ ଓକିଲ ରଣଧିର ସିଂ ସୁମନଙ୍କ ଅନୁସାରେ ଅଂସାରୀ କହିଛନ୍ତି ତାଙ୍କୁ ହତ୍ୟା କରିବାକୁ ୫ କୋଟି ଟଙ୍କା ଠିକା ଦିଆଯାଇଛି । ଏହାସହ ସେ ଆହୁରି ଅଭିଯୋଗ କରିଛନ୍ତି କି ଅନଧିକୃତ ବ୍ୟକ୍ତିମାନେ ବିନା ରେଜିଷ୍ଟ୍ରେଶନରେ ଜେଲ ମଧ୍ୟକୁ ପ୍ରବେଶ କରିଛନ୍ତି । ଆଉ ସେହି ସମୟରେ ସିସିଟିଭି କ୍ୟାମେରାର ଡିରେକ୍‌ଶନ ବଦଳାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri