Posted inଜାତୀୟ

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି।
ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ହୃଦଘାତ ସମସ୍ୟା ଦେଖାଦେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହସ୍ପିଟାଲ ପକ୍ଷରୁ ଖୁବ ଶୀଘ୍ର ତାଙ୍କ ରିପୋର୍ଟ ଜାରି କରାଯିବ।

ତାଙ୍କ ପୁଅଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଦିନରେ ବି ସେ ଥରେ ବେହୋସ ହୋଇଯାଇଥିଲେ। ମୁଖତାରଙ୍କ ଭାଇ ଅଫଜାଲ ଅନସାରି ମଧ୍ୟ କହିଛନ୍ତି ଯେ କୌଣସି ସରକାରୀ ଟେଲିଗ୍ରାମ ଏପର୍ଯ୍ୟନ୍ତ ପରିବାରକୁ ଆସି ନାହଁି। ମୁଖତାରଙ୍କ ଓକିଲମାନେ ମେଡିକାଲ କଲେଜରେ ପହଞ୍ଚିଛନ୍ତି ଏବଂ ଏପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ସରକାରୀ ସୂଚନା ଦିଆଯାଇନାହିଁ। ମୁଖତାର ପିସିଓରୁ କଲ କରିଥିଲେ, ଉମର କହିଛନ୍ତି ମୁଖତାର ତାଙ୍କ ସ୍ବାସ୍ଥ୍ୟ ଖରାପ ଥିବା ସୂଚନା ଦେଇଛନ୍ତି।
ଏହାପୂର୍ବରୁ ଜେଲରେ ବନ୍ଦୀଥିବା ପୂର୍ବତନ ବାହୁବଳି ବିଧାୟକ ମୁଖତାର ଅନସାରୀଙ୍କର ସ୍ବାସ୍ଥ୍ୟ ୨୬ ମାର୍ଚ୍ଚରେ ବିଗିଡି ଯାଇଥିଲା। ସେତେବେଳେ ବି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ମୁଖତାରଙ୍କ ଏମପି ଭାଇ ଅଫଜାଲ ଅନସାରି କହିଥିଲେ କି ଜେଲରେ ତାଙ୍କୁ ଦୁଇଥର ବିଷ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri