ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…

ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ ବନ୍ଧୁକ ଦେଖାଇ ବସ କର୍ମଚାରୀଙ୍କୁ ଧମକ ଦେଇଥିଲେ । ପ୍ରଥମେ ବଚସା ପରେ ଦୁର୍ବୃତ୍ତ ଏଭଳି ଧମକ ଦେଇଥିବା ଜଣାପଡିଛି । ଏହି ଘଟଣା ପରେ ବସ୍ ଛାଡ଼ି କର୍ମଚାରୀ ଫେରାର ହୋଇଯାଇଥିବା ଜଣାପଡିଛି। ବନ୍ଧୁକ ଦେଖାଇଥିବା ଅଭିଯୁକ୍ତ ନବୀନ ସାହୁ ମଧ୍ୟ ଫେରାର ଅଛନ୍ତି । ଘଟଣା ଘଟାଇଥିବା ଅଭିଯୁକ୍ତଙ୍କୁ ପୋଲିସ ଖୋଜୁଛି । ଖବର ଲେଖାଯିବା ସୁଦ୍ଧା କୌଣସି ସୂଚନା ମିଳିପାରି ନାହିଁ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ…

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି।…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri