ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି।

ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ପ୍ରତିକ୍ରିୟା ରଖି କହିଥିଲେ, ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥର ସୁରକ୍ଷା ଓ ବିଶେଷକରି ମହିଳାମାନଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ କରିବା ଆମ ସରକାରଙ୍କ ପ୍ରମୁଖ ସଂକଳ୍ପ। ବିଶେଷ କରି ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ଓ ଅନୁସୂଚିତ ଜାତି-ଜନଜାତି ପରିବାରର ପିତାମାତାଙ୍କ ପାଇଁ କନ୍ୟା ବିବାହ ଯେପରି ସମସ୍ୟା ହୋଇ ରହିବ ନାହିଁ, ସେଥିପାଇଁ ଏହି ଯୋଜନା ଆର୍ଥିକ ସହାୟତାର ଏକ ସୁଦୃଢ଼ ମାଧ୍ୟମ ସାଜିବ।

ଆମର ଏହି ପ୍ରୟାସ କେବଳ ଆର୍ଥିକ ସହାୟତା ମଧ୍ୟରେ ସୀମିତ ନୁହେଁ, ବରଂ ଏହା ସମାଜରୁ ଯୌତୁକ ଭଳି କୁପ୍ରଥାର ବିଲୋପ ଏବଂ କନ୍ୟା ସନ୍ତାନଙ୍କ ପ୍ରତି ସମାଜରେ ଏକ ସମ୍ମାନଜନକ ଦୃଷ୍ଟିକୋଣ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…

ରାଜନୀତିରେ ବଡ଼ ହଇଚଇ:  ଭିଣୋଇଙ୍କ ନାଁ ନ ନେଇ ବର୍ଷିଲେ ଅରିନ୍ଦମ, ନାମ ନେ…

ଯାଜପୁର.୩।୨: ଯାଜପୁର ରାଜନୀତି ସର୍ବଦା ଚର୍ଚ୍ଚାରେ। ବିଜେଡି  ଗଡ଼ କୁହାଯାଉଥିବା ଯାଜପୁର ନିର୍ବାଚନମଣ୍ଡଳୀକୁ ୨୦୨୪ ନିର୍ବାଚନରେ ଭାଙ୍ଗିଲା ଭାଜପା। ହାରିଲେ ବିଜେଡିର ହେବିଓ୍ବେଟ୍‌ ନେତା। ପୂର୍ବତନ ବିଜେଡି…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri