ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ ରାଉରକେଲାରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ମଙ୍ଗଳବାର ମୁକ୍ତିକାନ୍ତ ଏହି ଯାତ୍ରା ଆରମ୍ଭ କରିଛନ୍ତି  । ସେ ପ୍ରତ୍ୟେକ ଦିନ ଶହେ କି.ମି ସାଇକେଲ ଯୋଗେ ଯାତ୍ରା କରିବେ। ସୁସ୍ଥ ଶାରୀରିକ କ୍ଷମତାକୁ ଆଖିଆଗରେ ରଖି ମୁକ୍ତିକାନ୍ତ ୧୫ଦିନ ଭିତରେ ଦିଲ୍ଲୀରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛନ୍ତି। ସୂଚନାଯୋଗ୍ୟ, ରାଉରକେଲାରେ ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ବ୍ରିଜ୍‌ ଓ ଆଇଜିଏଚ୍‌କୁ ସୁପରସ୍ପେଶିଆଲିଷ୍ଟ ହସ୍ପିପିଟାଲ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହରବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଏହି କାର୍ଯ୍ୟ ବିଳମ୍ବ ହେଉଥିବାରୁ ୨୦୧୮ରେ ମୁକ୍ତିକାନ୍ତ ରାଉରକେଲାରୁ ଦିଲ୍ଲୀ ପଦଯାତ୍ରା କରି ଚର୍ଚ୍ଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଏସ୍‌ଟି ପରୀକ୍ଷାଫଳ ପ୍ରକାଶ, କାହ୍ନା ଜୈନ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ): ନ୍ୟାଶନାଲ ଏଣ୍ଟ୍ରାନ୍ସ ସ୍କ୍ରିନିଂ ଟେଷ୍ଟ (ଏନ୍‌ଇଏସ୍‌ଟି) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ପଶ୍ଚିମବଙ୍ଗର ପ୍ରଣୟ ଦେ ସର୍ବଭାରତୀୟ ସ୍ତରରେ ପ୍ରଥମ ହୋଇଥିବା ବେଳେ...

କାଟି ଦେଲେ ଶହ ଶହ ଗଛ: ଅଭିଯୁକ୍ତଙ୍କୁ ଛାଡି ଦେଲା ବନ ବିଭାଗ

ବାମରା, ୨୪।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ବନାଞ୍ଚଳରେ ପ୍ରତିଦିନ ବେଆଇନ ଭାବରେ ଗଛକଟା ଚାଲିଛି। ଏ ନେଇ ଅଭିଯୋଗ ସତ୍ତ୍ବେ ବନ ବିଭାଗ...

ଶାନ୍ତିଶୃଙ୍ଖଳାରେ ଶେଷ ହେଲା ସାନି ମତଦାନ

ରତ୍ନଗିରି,୧୯ା୫(ଡି.ଏନ.ଏ.)- ବରୀ ନିର୍ବାଚନମଣ୍ଡଳୀର ବୁଥ୍‌ ନଂ. ୮୨, ୧୫୮, ୧୬୨, ୧୬୩ ଓ ୧୯୪ରେ ରବିବାର ଶାନ୍ତିଶୃଙ୍ଖଳା ମଧ୍ୟରେ ସାନି ମତଦାନ ଶେଷ ହୋଇଛି। ୧୯୪...

ଖବରକାଗଜ ହକରଙ୍କ ପାଇଁ କୋହଳ ହେଲା କଟକଣା: ବିତରଣ ପାଇଁ ୪, ବିକ୍ରି ପାଇଁ ୧ ଘଣ୍ଟା

ଭୁବନେଶ୍ୱର,୨୬।୩(ବ୍ୟୁରୋ)-କରୋନା(କୋଭିଡ୍‌-୧୯)ର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଖବରକାଗଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଲୋକମାନଙ୍କୁ ସଚେତନ କରିବା ସହ ସେମାନଙ୍କ ନିକଟରେ...

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌...

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ...

ବ୍ଲକ୍‌ର ଅଧା ଜମି ପଡ଼ିଆ

ଛେଣ୍ଡିପଦା,୩୧ା୭(ସ୍ବ.ପ୍ର.) ଚଳିତବର୍ଷ ପାଣିପାଗ ଚାଷ ଅନୁକୂଳ ରହିବ ବୋଲି ପୂର୍ବାନୁମାନକୁ ନେଇ ଉତ୍ସାହିତ ହୋଇପଡ଼ିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଚାଷୀମାନେ ଏବେ ଚିନ୍ତାରେ। ଶ୍ରାବଣ...

ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା...

Advertisement


Archives

Model This Week