ହୋର୍ଡିଂ ଉପରୁ ଉଦ୍ଧାର ହେଲେ ମୁକ୍ତିକାନ୍ତ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସ୍ଥାନୀୟ ଶିଶୁଭବନ ଛକରେ ଥିବା ବିଜ୍ଞାପନ ହୋର୍ଡିଂ ଉପରେ ବୁଧବାର ପୂର୍ବାହ୍ନରେ ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ନାମକ ଜଣେ ବ୍ୟକ୍ତି ଚଢ଼ି ଯାଇ ଆତ୍ମହତ୍ୟା ଧମକ ଦେଇଥିଲେ। ରାଉରକେଲାରେ ବିଭିନ୍ନ ପ୍ରକଳ୍ପ କରିବା ଦାବି ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଆସିଥିଲେ। ହେଲେ ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ନ ପାଇବାରୁ ସେ ଏପରି ଅଭିନବ ପ୍ରତିବାଦ କରିଥିଲେ। ସେ ହାତରେ ଡିଜେଲ ବୋତଲ ଧରି ହୋର୍ଡିଂ ଉପରେ ଚଢ଼ି ଯାଇଥିବା ବେଳେ ତାଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବିଭାଗ ଏବଂ ପୋଲିସକୁ ନାକେଦମ ହେବାକୁ ପଡ଼ିଥିଲା। ଶେଷରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

ଅନ୍ୟପକ୍ଷରେ ଉଦ୍ଧାର ପରେ ମୁକ୍ତିକାନ୍ତ କହିଛନ୍ତି, ଏହି ଲଢ଼େଇ ଜାରି ରହିବ। ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?