Posted inଜାତୀୟ

ପୁଣି ଆଟର୍ଣ୍ଣି ଜେନେରାଲ ହୋଇପାରନ୍ତି ମୁକୁଲ ରୋହତଗି

ନୂଆଦିଲ୍ଲୀ,୧୩।୯: ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ପୁଣିଥରେ ଭାରତର ଆଟର୍ଣ୍ଣି ଜେନେରାଲ ହୋଇପାରନ୍ତି। ରୋହତଗୀ ୨୦୧୪ ରୁ ୨୦୧୭ ପର୍ଯ୍ୟନ୍ତ ଦେଶର ଆଟର୍ଣ୍ଣି ଜେନେରାଲ ମଧ୍ୟ ଥିଲେ। ବର୍ତ୍ତମାନର ଆଟର୍ଣ୍ଣି ଜେନେରାଲ କେ.କେ ଭେନୁଗୋପାଲଙ୍କ କାର୍ଯ୍ୟକାଳ ୩୦ ସେପ୍ଟେମ୍ବରରେ ଶେଷ ହେବ। କୁହାଯାଉଛି ଯେ ୯୧ ବର୍ଷିୟ ଭେନୁଗୋପାଲ ଆଉ ଏହି ପଦବୀରେ ରଖିବାକୁ ଇଚ୍ଛୁକ ନୁହଁନ୍ତି। ରୋହତଗୀଙ୍କ ନିଯୁକ୍ତି ସମ୍ପର୍କରେ ସରକାରୀ ବିଜ୍ଞପ୍ତି ଏପର୍ଯ୍ୟନ୍ତ ଜାରି କରାଯାଇ ନାହିଁ।
କୁହାଯାଉଛି, ମୁକୁଲ ରୋହତୀ ଅକ୍ଟୋବର ୨ ତାରିଖରୁ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ଆରମ୍ଭ କରିବେ। ସେ ଭାରତର ଅତିରିକ୍ତ ସଲିସିଟର ଜେନେରାଲ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ହାଇଆଲର୍ଟ

ଚେନ୍ନାଇ,୨।୮: ତାମିଲନାଡୁର ସାଲେମରୁ ଆଇଏସ୍‌ ଆତଙ୍କବାଦୀ ସଂଗଠନର ସହଯୋଗୀ ଧରାପଡ଼ିବା ପରେ ରାଜ୍ୟ ଗୋଇନ୍ଦା ବିଭାଗ ଏବଂ ପୋଲିସର ସଜାଗ ହୋଇଉଠିଛି। ଗୋଇନ୍ଦା ଅଧିକାରୀ ଯୁବକଙ୍କୁ...

୨୦୪୭ ସୁଦ୍ଧା ଭାରତୀୟ ନୌସେନା ହେବ ଆତ୍ମନିର୍ଭର : ନୌସେନା ପ୍ରମୁଖ…

ନୂଆଦିଲ୍ଲୀ,୩।୧୨ : ନୌସେନା ଦିବସର ଗୋଟିଏ ଦିନ ପୂର୍ବରୁ ଭାରତୀୟ ନୌସେନାର ବାର୍ଷିକ ଗଣମାଧ୍ୟମ ସମ୍ମିଳନୀକୁ ଶନିବାର ରାଜଧାନୀ ଦିଲ୍ଲୀରେ ନୌସେନା ମୁଖ୍ୟ ଆଡମିରାଲ ଆର...

ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ

ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ...

ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ଆଇସିଏମ୍‌ଆର୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବଡ଼ ନିଷ୍ପତ୍ତି...

ଆବଶ୍ୟକ ପଡ଼ିଲେ ସ୍ଥିତି ଅନୁଧ୍ୟାନ ଲାଗି ଜମ୍ମୁ-କଶ୍ମୀର ଯିବି: ଗୋଗୋଇ

ନୂଆଦିଲ୍ଲୀ,୧୬।୯: ଜମ୍ମୁ-କଶ୍ମୀରର ସ୍ଥିତି କିପରି ରହିଛି ସେ ନେଇ ସ୍ଥାନୀୟ ହାଇକୋର୍ଟକୁ ସୂଚନା ଦେବାକୁ ସୁପ୍ରିମ୍‌କୋର୍ଟ ପକ୍ଷରୁ କୁହାଯାଇଛି। ସେଠାରେ ୧୦ରୁ ୧୮ ବର୍ଷ ମଧ୍ୟରେ...

କଲର୍ସ ଚ୍ୟାନେଲରେ ପ୍ରସାରିତ ହେବ ‘ମହାଭାରତ’!

ମୁମ୍ବାଇ,୩।୫: କରୋନା ଲକ୍‌ଡାଉନ ପାଇଁ ଏବେ ସବୁ ଶୁଟିଂ ବନ୍ଦ ଥିବାରୁ ଟେଲିଭିଜନରେ ପୁରୁଣା ଧାରାବାହିକ ଗୁଡିକ ପୁଣିଥରେ ଦେଖିବାକୁ ମିଳିଛି। ଘରୋଇ ଚ୍ୟାନେଲର ପ୍ରତିଯୋଗୀତାରେ...

ମୃତ ଶିଶୁକୁ ପୋତିବାକୁ ଯାଉଥିବା ବେଳେ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ବରେଲି,୧୪।୧୦: କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରିବ ବଳବନ୍ତ। ଏହି ଲୋକ କଥାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ବରେଲି ଜିଲାରେ।...

ବନ୍ଦୀ ତାଲିକା ଘୋଷଣା କଲେ ଭାରତ-ପାକିସ୍ତାନ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧ : ଭାରତ ଏବଂ ପାକିସ୍ତାନ ରବିବାର ଦିନ ନିଜ ନିଜ ଜେଲରେ ରହୁଥିବା ସାଧାରଣ ନାଗରିକ କଏଦୀ ଏବଂ ମତ୍ସ୍ୟଜୀବୀଙ୍କ ତାଲିକା ପରସ୍ପରକୁ ହସ୍ତାନ୍ତର...

Advertisement
Archives

Model This Week