Posted inଜାତୀୟ

ପୁଣି ଆଟର୍ଣ୍ଣି ଜେନେରାଲ ହୋଇପାରନ୍ତି ମୁକୁଲ ରୋହତଗି

ନୂଆଦିଲ୍ଲୀ,୧୩।୯: ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ ପୁଣିଥରେ ଭାରତର ଆଟର୍ଣ୍ଣି ଜେନେରାଲ ହୋଇପାରନ୍ତି। ରୋହତଗୀ ୨୦୧୪ ରୁ ୨୦୧୭ ପର୍ଯ୍ୟନ୍ତ ଦେଶର ଆଟର୍ଣ୍ଣି ଜେନେରାଲ ମଧ୍ୟ ଥିଲେ। ବର୍ତ୍ତମାନର ଆଟର୍ଣ୍ଣି ଜେନେରାଲ କେ.କେ ଭେନୁଗୋପାଲଙ୍କ କାର୍ଯ୍ୟକାଳ ୩୦ ସେପ୍ଟେମ୍ବରରେ ଶେଷ ହେବ। କୁହାଯାଉଛି ଯେ ୯୧ ବର୍ଷିୟ ଭେନୁଗୋପାଲ ଆଉ ଏହି ପଦବୀରେ ରଖିବାକୁ ଇଚ୍ଛୁକ ନୁହଁନ୍ତି। ରୋହତଗୀଙ୍କ ନିଯୁକ୍ତି ସମ୍ପର୍କରେ ସରକାରୀ ବିଜ୍ଞପ୍ତି ଏପର୍ଯ୍ୟନ୍ତ ଜାରି କରାଯାଇ ନାହିଁ।
କୁହାଯାଉଛି, ମୁକୁଲ ରୋହତୀ ଅକ୍ଟୋବର ୨ ତାରିଖରୁ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ଆରମ୍ଭ କରିବେ। ସେ ଭାରତର ଅତିରିକ୍ତ ସଲିସିଟର ଜେନେରାଲ ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି...

୧୪୫ ଦେଶରେ କରୋନା ମହାମାରୀ: ମୃତ୍ୟୁ ସଂଖ୍ୟା ୫୪୩୬, ଲକ୍ଷେ ୪୫ ହଜାରରୁ ଅଧିକ ସଂକ୍ରମିତ

ଜେନେଭା,୧୪।୩: କରୋନା ମହାମାରୀ ପୃଥିବୀର ଗୋଟିଏ ପରେ ଗୋଟିଏ ଦେଶରେ ପହଞ୍ଚିବାରେ ଲାଗିଛି ଇତିମଧ୍ୟରେ ଏହା ୧୪୫ଟି ଦେଶରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା କରୋନା...

୩୫୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୨୩ା୧୧: ଶ୍ରୀନଗର-ଲେହ ଜାତୀୟ ରାଜପଥ ସଂଲଗ୍ନ ୧୧,୫୭୮ ଫୁଟ୍‌ ଉଚ୍ଚରେ ଅବସ୍ଥିତ ଜୋଜିଲା ଗିରିପଥରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୩୫୦ ଜଣ ପର୍ଯ୍ୟଟକ ଓ...

ପାଇଲଟଙ୍କ ବିମାନ ପୁଣିଥରେ କଂଗ୍ରେସ ରନ୍‌ଓ୍ବେ ମୁହାଁ

ଜୟପୁର,୧୦।୮: ରାଜସ୍ଥାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଏବେ ଶେଷ ହେବା ଭଳି ଦେଖାଯାଉଛି। ରାଜସ୍ଥାନ ସରକାରକୁ ଭାଙ୍ଗିବାର ସୂତ୍ରଧର ସାଜିଥିବା ଓ ବିଧାୟକଙ୍କୁ କିଣାବିକା...

କରୋନା ସଂକ୍ରମିତଙ୍କ ମୃତ୍ୟୁରେ ସହାୟତା ରାଶି ପାଇଁ ଆବଶ୍ୟକ ନାହିଁ କୌଣସି ଗାଇଡ୍‌ଲାଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୮: କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୧ ଲକ୍ଷ ଅତିକ୍ରମ କରି ସାରିଥିବା ବେଳେ ମୃତକଙ୍କ...

କରୋନାରେ ୨୦ ଦିନର ଶିଶୁ ମୃତ

ଜୟପୁର,୪ା୫: ରାଜସ୍ଥାନର ଜୟପୁର ସହରରେ ୨୦ ଦିନର ଶିଶୁ କରୋନା ସଂକ୍ରମଣରେ ପ୍ରାଣ ହରାଇଛି। କୋଭିଡ୍‌-୧୯ ସଂକ୍ରମଣରେ ପ୍ରାଣ ହରାଇବାରେ ସେ ସମ୍ଭବତଃ ବିଶ୍ୱରେ ସର୍ବକନିଷ୍ଠ...

ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ ରୋକିବାରୁ ସାନ ଭାଇକୁ ହତ୍ୟା କଲା ଭଉଣୀ

ଲକ୍ଷ୍ନୌ, ୧୪ା୪: ୯ ବର୍ଷୀୟ ନାବାଳକ ଭାଇକୁ ଇୟର ଫୋନରେ ତଣ୍ଟି ଚିପି ହତ୍ୟା କରିଛି ନାବାଳିକା ଭଉଣୀ। ବୟ ଫ୍ରେଣ୍ଡ୍‌ ସହ କଥା ହେବାକୁ...

ହୋଶଙ୍ଗାବାଦ୍‌ରେ ରହିଛି ଗୁରୁ ନାନକଙ୍କ ହାତଲେଖା ଗୁରୁ ଗ୍ରନ୍ଥ ସାହିବ

ହୋଶଙ୍ଗାବାଦ୍‌,୧୨।୧୧: ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ମଧ୍ୟପ୍ରଦେଶର ହୋଶଙ୍ଗାବାଦ୍‌ଠାରେ ଥିବା ଗୁରୁ ସିଂ ସଭା ଗୁରୁଦ୍ୱାରାରେ ମହା ସମାରୋହରେ ପାଳିତ ହେଉଛି। ନର୍ମଦା ନଦୀ କୂଳରେ...

Advertisement
Archives

Model This Week