ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ବେଲପୁର ଗ୍ରାମ ରାସ୍ତା କଡ଼ରେ। ସେହି ପାଖଦେଇ ଗାଈଗୋରୁ ଏବଂ ଲୋକେ ଯାତାୟତ ହେଉଥିବା ବେଳେ କେତେବେଳେ କାହାର ଜୀବନ ଯେ ତାହା କହିହେବ ନାହିଁ। ଏନେଇ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ସ୍ଥାନୀୟ ବିଦ୍ୟୁତ୍‌ ବିଭାଗ ଚେଇଁ ଶୋଇଥିବା ପରି ମନେ ହେଉଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ଅଘଟଣପରେ ବିଭିନ୍ନ ସ୍ଥାନରେ ଥିବା ଟ୍ରାନ୍ସଫର୍ମରକୁ ବାଡ଼ବନ୍ଦୀ ସହ କୌଣସି ଅଘଟଣ ଯେପରି ନ ଘଟେ ସେଥିପ୍ରତି ପ୍ରତି ଯତ୍ନବାନ ହେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ ହେଁ ବୁଗୁଡ଼ା ବିଦ୍ୟୁତ ବିଭାଗ ଏଥିପ୍ରତି ଆଦୌ ଦୃଷ୍ଟି ଦେଉ ନ ଥବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ବିଦ୍ୟୁତ୍‌ ବିଭାଗୀୟ ଉଚ୍ଚ ଅଧିକାରୀମାନେ ଏହି ମୁକୁଳା ଟ୍ରାନ୍ସଫର୍ମରକୁ ବାଡ଼ବନ୍ଦୀ କରିବା ଦିଗରେ ତୁରନ୍ତ ପଦକ୍ଷେପ ନେବା ସକାଶେ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri