Posted inଜାତୀୟ

ମୁଲାୟମ ସିଂ ଯାଦବ ଅସୁସ୍ଥ

ଲକ୍ଷ୍ନୌ,୭।୮: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡି ଯାଇଛି। ତାଙ୍କୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଗୁରୁବାର ରାତିରୁ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିରଥିବା ବେଳେ ତାଙ୍କର କରୋନା ରିପୋର୍ଟ କିନ୍ତୁ ନେଗେଟିଭ ଆସିଛି। ଏବେ ମୁଲାୟମଙ୍କ ଅଲଟ୍ରାସାଉଣ୍ଡ, ବ୍ଲଡ ଟେଷ୍ଟ ଓ ୟୁରିନ ଟେଷ୍ଟ କରାଯାଇଥିବା ବେଳେ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି। ସୂଚନାଯୋଗ୍ୟ, ଏହାର୍ପୂବରୁ ମଧ୍ୟ ଶ୍ରୀ ଯାଦବଙ୍କୁ ଗତ ମେ’ ମାସରେ ସମାନ ସମସ୍ୟା ପାଇଁ ହସ୍ପିଟାଲ ଯିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri