Posted inଜାତୀୟ

ମୁଲାୟମ୍‌ ସିଂ ଅସୁସ୍ଥ

ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ଏସ୍‌ପି)ର ପ୍ରତିଷ୍ଠାତା ମୁଲାୟମ୍‌ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଗୁରୁବାର ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଲାୟମଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଏକ ଡାକ୍ତରୀ ଦଳ ତାଙ୍କୁ ଯାଞ୍ଚ କରୁଥିବା ବେଳେ ତାଙ୍କର କେତେକ ପରୀକ୍ଷା କରାଯିବ ବୋଲି ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୩୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି...

ମୁମ୍ବାଇ ମେରାଇନ୍‌ ଡ୍ରାଇଭରେ ଉଚ୍ଚ ଜୁଆରର ମଜା ନେଲେ ପର୍ଯ୍ୟଟକ

ମୁମ୍ବାଇ,୪।୮: ମୁମ୍ବାଇ ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ହୋଇ ଯାଇଥିବା ବେଳେ ରବିବାର ମେରାଇନ ଡ୍ରାଇଭରେ ଆସିଥିବା ଉଚ୍ଚ ଜୁଆର ପର୍ଯ୍ୟଟକଙ୍କୁ ଆନନ୍ଦ ଦେଇଛି। ହେଲେ ଅନ୍ୟପଟେ...

କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ନାଁ ନ ଥିବାରୁ ରାଗିଲେ ମନିଷ ତିୱାରୀ

ନୂଆଦିଲ୍ଲୀ,୫ ।୨: ପଞ୍ଜାବରେ କଂଗ୍ରେସ ଦଳ ବିବାଦ ସହ ଯେମିତି ବନ୍ଧୁତା କରି ସାରିଲାଣି । ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ କିଛିଦିନ ବାକି ଥିବା...

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ...

ପାର୍ବଣକୁ ଭୟ, କେରଳରେ ସଙ୍କଟ ଜାରି…

ନୂଆଦିଲ୍ଲୀ,୨୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

କରୋନା ସଙ୍କଟରେ ଭାରତ ପାଖରେ ରହିଛି ଶ୍ରେଷ୍ଠ ମାନବ ସମ୍ବଳ: ଜୟଶଙ୍କର

ନୂଆଦିଲ୍ଲୀ,୧୫।୬: କରୋନା ସଙ୍କଟ ସମୟରେ ପୃଥିବୀର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ତେବେ ଭାରତ ପାଖରେ ଶ୍ରେଷ୍ଠ ମାନବ ସମ୍ବଳ ରହିଛି। ଯାହାକିି ଆଗାମୀ...

ମିଶନ ଉତ୍ତରପ୍ରଦେଶ,ମମତା-କେଜ୍ରିଓ୍ବାଲଙ୍କ ଫର୍ମୂଲା ଅନୁସରଣ କରୁଛନ୍ତି ପ୍ରିୟଙ୍କା-ମାୟା-ଅଖିଳେଶ…

ଲକ୍ଷ୍ନୌ,୧୨।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଭୋଟରଙ୍କୁ ହାତେଇବା ପାଇଁ କଂଗ୍ରେସ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ବହୁଜନ ସମାଜବାଦୀ ପାର୍ଟିର ମାୟାବତୀ...

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ...

Advertisement
Archives

Model This Week