Advertisement
Posted inଜାତୀୟ

ଗଙ୍ଗାରେ ବିସର୍ଜନ ହେଲା ମୁଲାୟମଙ୍କ ଅସ୍ଥି

ଲକ୍ଷ୍ନୌ,୧୭।୧୦: ସମାଜବାଦି ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଅସ୍ଥି ଚାନ୍ଦି ଘାଟରେ ଅବସ୍ଥିତ ନୀଳଧରାରେ ବିସର୍ଜନ କରାଯାଇଛି। ରୀତିନୀତି ଅନୁସାରେ ତାଙ୍କ ପୁଅ ଅଖିଳେଶ ଯାଦବ ଅସ୍ଥିକୁ ଗଙ୍ଗାରେ ବୁଡ଼ାଇ ଦେଇଥିଲେ। ଅସ୍ଥି ବିସର୍ଜନ ପରେ ସେ ଗଙ୍ଗାରେ ବୁଡ଼ ପକାଇ ପିତାଙ୍କ ଆଧ୍ୟାତ୍ମିକ ଶାନ୍ତି ପାଇଁ ପ୍ରାର୍ଥନା କଲେ। ଏହି ସମୟ ମଧ୍ୟରେ ମୁଲାୟମ ସିଂ ଯାଦବଙ୍କ ଭାଇ ଶିବପାଲ ଯାଦବ, ଜ୍ୱାଇଁ ରାମ ଗୋପାଳ ଯାଦବ, ପ୍ରତୀକ ଯାଦବ, ବୋହୂ ଡିମ୍ପଲ ଯାଦବ, ଅଖିଳେଶଙ୍କ ଝିଅ ଟିନା, ଆଦିତ୍ୟ, ପୁଅ ଅର୍ଜୁନ ଏବଂ ଜ୍ୱାଇଁ ଧର୍ମେନ୍ଦ୍ର ଯାଦବ, ତେଜ ପ୍ରତାପ ଯାଦବ ଅକ୍ଷୟ ଯାଦବ, ଅନୁରାଗ ଯାଦବ, ଛତୁ ଯାଦବ, ଆଦିତ୍ୟ ଯାଦବ ଇତ୍ୟାଦି ପରିବାର ସଦସ୍ୟ ଉପସ୍ଥିତ ଥିଲେ।
ଏସପି ପ୍ରତିଷ୍ଠାତା ତଥା ୟୁପିର ତିନିଥର ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଅକ୍ଟୋବର ୧୦ରେ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ମାମଲା: ଭାରତୀ ସିଂ ତାଙ୍କ ସ୍ବାମୀଙ୍କ ନାଁରେ ଚାର୍ଜସିଟ ଦାଖଲ କଲା ଏନ୍‌ସିବି

ମୁମ୍ବାଇ,୨୯।୧୦: ଡ୍ରଗ୍ସ ମାମଲାରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ବିରୋଧରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଏକ ଚାର୍ଜସିଟ ଦାଖଲ...

ପ୍ରତିଶୋଧ ନେଲା ଭାରତୀୟ ସେନା: ୮ ପାକ୍ ସେନା ନିହତ

ଶ୍ରୀନଗର,୧୩ ।୧୧: ପାକିସ୍ତାନ ପକ୍ଷରୁ ଶୁକ୍ରବାର ସୀମାରେ ପୁଣିଥରେ ଅନ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ନର୍ଥ କଶ୍ମୀରରେ ଏଲ୍‌ଓସିକୁ ଲାଗି ରହିଥିବା ୩ଟି ସେକ୍ଟରରେ ପାକିସ୍ତାନ...

ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କଲେ ଅମିତ ଶାହ, ଆସିଲେନି ମମତା

ନୂଆଦିଲ୍ଲୀ, ୨୬।୮: ଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ବୈଠକକୁ ୧୦ ନକ୍ସଲ...

ସୀମାରେ ଉତ୍ତେଜନା ହ୍ରାସ ପାଇଁ ଭାରତ-ଚାଇନା ମଧ୍ୟରେ ୫ ସୁତ୍ରୀ ସହମତି

ମସ୍କୋ,୧୧।୯: ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଲାଗି ରହିଥିବା ବେଳେ ଦୁଇଦେଶ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା...

ଭାରତରେ ୮ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଣ୍ଟାଲ ହେଲ୍‌ଥ ଆଣ୍ଡ ନ୍ୟୁରୋସାଇନ୍ସ,...

ପୁଅ ମୋଦିଙ୍କ କ୍ୟାବିନେଟରେ ମନ୍ତ୍ରୀ, ମାତାପିତା କାମ କରନ୍ତି କ୍ଷେତରେ

ନୂଆଦିଲ୍ଲୀ,୧୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସପ୍ତାହ ପୂର୍ବରୁ ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି । ଏଥିରେ ୪୩ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ।...

ଦିଲ୍ଲୀ ଗାନ୍ଧିନଗର ମାର୍କେଟରେ ନିଆଁ

ନୂଆଦିଲ୍ଲୀ,୧୩।୮: ମଙ୍ଗଳବାର ସକାଳେ ଦିଲ୍ଲୀର ଗାନ୍ଧିନଗର ମାର୍କେଟରେ ଭିଷଣ ନିଆଁ ଲାଗିଛି। ଏହାକୁ ଲିଭାଇବା ପାଇଁ ୨୧ଟି ଦମକଳ ନିୟୋଜିତ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ...

Advertisement
Archives

Model This Week