Posted inଜାତୀୟ

କେମିତି ଅଛନ୍ତି ‘ନେତାଜୀ’

ନୂଆଦିଲ୍ଲୀ,୯ ।୧୦: ସମାଜବାଦୀ ପାର୍ଟି ସଂରକ୍ଷକ ତଥା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ନାହିଁ । କିଛିଦିନ ହେବ ସେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ତାଙ୍କର ଚିକିତ୍ସା ଚାଲୁଥିବା ବେଳେ ବିଶେଷଜ୍ଞ ଡାକ୍ତରୀ ଟିମ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ରବିବାର ହସ୍ପିଟାଲ ପକ୍ଷରୁ ଜାରି କରାଯାଇଥିବା ବୟାନ ଅନୁଯାୟୀ, ଏବେବି ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଏବେ ବି ସେ ଲାଇଫ୍ ସପୋର୍ଟ ମେଡିସିନରେ ଚିକିତ୍ସିତ ହୋଇଛନ୍ତି । ଏପଟେ ମୁଲାୟମଙ୍କ ପ୍ରଶଂସକମାନେ ଲଗାତାର ତାଙ୍କ ପାଇଁ ପ୍ରାର୍ଥନା କରି ଚାଲିଛନ୍ତି ।
ଅନ୍ୟପଟେ ମୁଲାୟମଙ୍କ ପରିବାର ପକ୍ଷରୁ କୁହାଯାଇଥିଲା କି ନେତାଜୀ ଠିକ ଅଛନ୍ତି ତାଙ୍କୁ ଦେଖାକରିବାକୁ ହସ୍ପିଟାଲକୁ ଆସନ୍ତୁ ନାହିଁ । କର୍ମୀ ଓ ନେତାଙ୍କ ଭିଡକୁ ଦେଖି ହସ୍ପିଟାଲ ପକ୍ଷରୁ ବି ସୁରକ୍ଷା ବ୍ୟବ୍ୟସ୍ଥା କଡାକଡି କରାଯାଇଛି । ମୁଲାୟମଙ୍କ ପୁଅ ଅଖିଳେଶ ଯାଦବ ହସ୍ପିଟାଲରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୪: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri