Posted inଜାତୀୟ

ସ୍ଥିର ଅଛି ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା, ସିସିୟୁରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୪ ।୧୦: ସମାଜବାଦୀ ପାର୍ଟିର ସଂରକ୍ଷକ ମୁଲାୟମ ସିଂ ଯାଦବ ଏବେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେ ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର ଥିବା ବେଳେ ଡାକ୍ତିରି ଟିମ ତାଙ୍କ ସ୍ୱାସ୍ଥୃ ଉପରେ ନଜର ରଖିଛନ୍ତି । ମୁଲାୟମଙ୍କ ପାଇଁ ସାରା ଦେଶବାସୀ ପ୍ରାର୍ଥନା କରୁଛନ୍ତି । ସୂଚନାଯୋଗ୍ୟ, ନିଶ୍ୱାସ ନେବାରେ ଅସୁବିଧା ହେବାରୁ ଶନିବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରଥମେ ତାଙ୍କୁ ପ୍ରାଇଭେଟ ୱାର୍ଡରେ ରଖି ଚିକିତ୍ସା କରାଯାଉଥିବା ବେଳେ ଅକ୍ସିଜେନ କମ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଏବେ ତାଙ୍କୁ କ୍ରିଟିକାଲ କେୟାର ୟୁନିଟରେ ଚିକିତ୍ସା କରାଯାଉଛି ।
ହସ୍ପିଟାଲରୁ ଜାରି କରାଯାଇଥିବା ଏକ ବୟାନରେ କୁହାଯାଇଛି, ‘ମୁଲାୟମ ସିଂ ଏବେ ଗୁରଗାଓଁର ମେଦାନ୍ତ ହସ୍ପିଟାଲରେ କ୍ରିଟିକାଲ କେୟାର ୟୁନିଟରେ ଚିକିତ୍ସିତ ହେଉଛନ୍ତି । ବିଶେଷଜ୍ଞଙ୍କ ଏକ ଟିମ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ହସ୍ପିଟାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କ୍ୟାନସର ରୋଗ ବିଶେଷଜ୍ଞ ଡାକ୍ତର ନିତିନ ସୁଦ ଓ ଡାକ୍ତର ସୁଶିଲ କଟାରିୟାଙ୍କ ନେତୃତ୍ୱରେ ତାଙ୍କର ଚିକିତ୍ସା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri