Posted inଜାତୀୟ

ସୈଫଇରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର, ଯୋଗଦେବେ ଲୋକସଭା ସ୍ପିକରଙ୍କ ସମେତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୧ ।୧୦: ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କର ଅନ୍ତିମ ସଂସ୍କାର ମଙ୍ଗଳବାର ଅପରାହ୍ନ ୩ଟାରେ କରାଯିବ । ଏବେ ତାଙ୍କ ପାର୍ଥିବ ଶରୀରକୁ ସୈଫଇ ବାସଭବନରେ ରଖାଯାଇଛି । ସକାଳ ୧୦ଟାରୁ ୨ଟା ପର୍ଯ୍ୟନ୍ତ ସୈଫଇ ମେଲା ଗ୍ରାଉଣ୍ଡରେ ଅନ୍ତିନ ଦର୍ଶନ ପାଇଁ ତାଙ୍କ ପାର୍ଥିବ ଶରୀରକୁ ରଖାଯିବ ।
ସୂଚନାଯୋଗ୍ୟ, ମୁଲାୟମ ସିଂ ଯାଦବଙ୍କର ସୋମବାର ମେଦାନ୍ତ ହସ୍ପିଟାଲରେ ପରଲୋକ ହୋଇଛି । କିଛିଦିନ ହେବ ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ନଭେମ୍ବର ୨୨, ୧୯୩୯ରେ ଜନ୍ମ ନେଇଥିବା ମୁଲାୟମ ସିଂ ଯାଦବ ଉତ୍ତର ପ୍ରଦେଶର ସବୁଠାରୁ ବଡ ନେତାଙ୍କ ମଧ୍ୟରେ ଜଣେ ଥିଲେ । ସେ ୩ ଥର ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ । ଏହାସହ କେନ୍ଦ୍ର ସରକାରରେ ପ୍ରତିରକ୍ଷା ମନ୍ତ୍ରୀ ମଧ୍ୟ ହୋଇଥିଲେ । ୨ ଅକ୍ଟୋବର ୨୦୨୨ରେ ଅକ୍ସିଜେନ କମ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ୟୁରିନ ଇନଫେକ୍ସନ ସହ ତାଙ୍କର ଉଚ୍ଚ ରକ୍ତଚାପ ସମସ୍ୟା ବି ରହିଥିଲା ପରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri