Categories: ଜାତୀୟ

ମୁଲାୟମ ସିଂ ଅସୁସ୍ଥ

ଲକ୍ଷ୍ନୌ,୨୬।୪: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଶୁକ୍ରବାର ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ଲକ୍ଷ୍ନୌର ପିଜିଆଇରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏମରଜେନ୍ସି ଓ୍ବାର୍ଡରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ତାଙ୍କର ଇଲେକ୍ଟ୍ରୋ ଏନ୍‌ସେଫାଲୋଗ୍ରାମ ହୋଇଥିବା ବେଳେ ପରେ ଏମ୍‌ଆର୍‌ଆଇ ହେବ ବୋଲି କୁହାଯାଉଛି।

Share