Posted inଜାତୀୟ

ମୁଲାୟମ୍‌ଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଏସ୍‌ପି କହିଲା, ନେତାଙ୍କ ହୋଇଛି ଅପମାନ

ନୂଆଦିଲ୍ଲୀ,୨୬।୧: ଦେଶର ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏହି ପୁରସ୍କାରରେ ସମ୍ମାନିତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ସମାଜବାଦୀ ପାର୍ଟି (ଏସ୍‌ପି)ର ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ ମଧ୍ୟ ରହିଛନ୍ତି। ତାଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଥିଲା। କିନ୍ତୁ ଏସ୍‌ପି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ଏଥିରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କ ଘୋଷଣା ଉପରେ ଆପତ୍ତି ଉଠାଇବା ସହ ଏହା ନେତାଙ୍କୁ ଉପହାସ। ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ଉଚିତ ବୋଲି ମୌର୍ଯ୍ୟ କହିଛନ୍ତି। ମୋର୍ଯ୍ୟ ଟୁଇଟ କରି କହିଛନ୍ତି, ମୁଲାୟମ୍‌ ସିଂହ ଯାଦବଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ଦେଇ ଭାରତ ସରକାର ତାଙ୍କର ବ୍ୟକ୍ତିତ୍ୱ, କାର୍ଯ୍ୟ ତଥା ଦେଶ ପ୍ରତି ଅବଦାନକୁ ପରିହାସ କରିଛନ୍ତି। ଯଦି ନେତାଜୀଙ୍କୁ ସମ୍ମାନ ଦେବାର ଥିଲା ତେବେ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବାର ଉଚିତ୍‌ ବୋଲି ମୋର୍ଯ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri