Posted inଜାତୀୟ

ମୁଲାୟମଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ…

ସୈଫଇ,୧୧।୧୦ : ଉତ୍ତରପ୍ରଦେଶର ସୈଫଇର ମେଳା ପଡ଼ିଆରେ ମୁଲାୟମ ସିଂ ଯାଦବଙ୍କ ଅନ୍ତିମ ସଂସ୍କାର କରାଯାଇଛି। ପୁଅ ଅଖିଳେଶ ଯାଦବ ମୁଖାଗ୍ନି ଦେଇଛନ୍ତି। ମୁଲାୟମଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ମୁଲାୟମଙ୍କ ଅନ୍ତିମ ସଂସ୍କାର ତାଙ୍କ ପ୍ରଥମ ସ୍ତ୍ରୀ ମାଳତି ମେମୋରିଆଲ ନିକଟରେ ସମ୍ପନ୍ନ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ, ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ମୌର୍ଯ୍ୟ ଏବଂ ବ୍ରିଜେଶ ପଠକ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲ ନାଥ, ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକ ବଚ୍ଚନ, ଶିଳ୍ପପତି ଅନିଲ ଅମ୍ବାନୀ ପ୍ରମୁଖ ଉପସ୍ଥିତ ଥିଲେ। ଆନ୍ଧ୍ରପ୍ରଦେଶର ପୂର୍ବତନ ସିଏମ ଚନ୍ଦ୍ରବାବୁ ନାଇଡୁ, ଭାଜପା ଏମ୍‌ପି ରୀତା ବହୁଗୁଣା ଯୋଶୀ ଏବଂ ଯୋଗ ଗୁରୁ ବାବା ରାମଦେବ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଅର୍ପଣ କରି ଥିଲେ।

ଏମାନଙ୍କ ବ୍ୟତୀତ ଏନସିପି ମୁଖ୍ୟ ଶରଦ ପାୱାର, ତାଙ୍କ ଝିଅ ସୁପ୍ରିୟା ସୁଲେ, ଭାଜପା ଏମ୍‌ପି ବରୁଣ ଗାନ୍ଧୀ, ମାନେକା ଗାନ୍ଧୀ, ଆରଏଲଡି ସଭାପତି ଜୟନ୍ତ ଚୌଧୁରୀ, ସାହାରା ମୁଖ୍ୟ ସୁବ୍ରତ ରୟ ସାହାରା, ସ୍ବମୀ ପ୍ରସାଦ ମୌର୍ଯ୍ୟ ପ୍ରମୁି ଅନ୍ତିମ ସଂସ୍କାରରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?