ୟୁଏଇରେ ବହୁପକ୍ଷୀୟ ମିଳିତ ସମରାଭ୍ୟାସ ଏକ୍ସ ଡେଜାର୍ଟ ଫ୍ଲାଗ ଫେବୃୟାରୀ ୨୭ରୁ: ୧୧ ଦେଶ ଦେବେ ଯୋଗ…

ଆବୁଧାବି,୨୫।୨ : ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ରେ ଆୟୋଜିତ ହେବାକୁ ଥିବା ବହୁପକ୍ଷୀୟ ସମରାଭ୍ୟାସରେ ଭାରତୀୟ ବାୟୁସେନା ଅଂଶଗ୍ରହଣ କରିବ। ଏହି ସମରାଭ୍ୟାସ ୨୭ ଫେବୃଆରୀରୁ ସଂଯୁକ୍ତ ଆରବ ଏମିରେଟ୍ସରେ ଆରମ୍ଭ ହେବ ଏବଂ ୧୭ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ। ଏହାକୁ ଏକ୍ସ ଡେଜାର୍ଟ ଫ୍ଲାଗ ଭାବେ ନାମିତ କରାଯାଇଛି। ଭାରତୀୟ ବାୟୁସେନା ପାଞ୍ଚଟି ହାଲୁକା ଯୁଦ୍ଧ ବିମାନ ତେଜସ ଏବଂ ଦୁଇଟି ସି -୧୭ ସହିତ ଅଂଶଗ୍ରହଣ ଏଥିରେ ଅଂଶ ଗ୍ରହଣ କରିବ।

ଏହା ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନା ଭାରତରେ ନିର୍ମିତ ଏଲସିଏ ତେଜସ ଯୁଦ୍ଧ ବିମାନକୁ ଦେଶ ବାହାରେ କୌଣସି ସମରାଭ୍ୟାସରେ ଅନ୍ତର୍ଭୁକ୍ତ କରିଛି। ଏକ୍ସ ଡେଜାର୍ଟ ଫ୍ଲାଗ ବହୁପକ୍ଷୀୟ ସମରାଭ୍ୟାସରେ ଭାରତୀୟ ବାୟୁସେନା ସହିତ ୟୁଏଇ, ଫ୍ରାନ୍ସ, କୁଏତ, ଅଷ୍ଟ୍ରେଲିଆ, ବ୍ରିଟେନ, ବାହାରିନ, ମୋରୋକୋ, ସ୍ପେନ, ଦକ୍ଷିଣ କୋରିଆ ଏବଂ ଆମେରିକା ଆଦି ୧୧ ଟି ଦେଶ ଅଂଶଗ୍ରହଣ କରିବେ ।

ଭାରତୀୟ ବାୟୁସେନା କହିଛି ଯେ ଏହି ସମରାଭ୍ୟାସର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ଯୁଦ୍ଧ କାର୍ଯ୍ୟକଳାପରେ ନିୟୋଜିତ ହେବା ଏବଂ ଦୁନିଆର ସର୍ବୋତ୍ତମ ବାୟୁସେନା ସହିତ ଅଭ୍ୟାସ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ଲାଗିଲା ନିଆଁ: ଡ୍ରାଇଭରଙ୍କ ଉପସ୍ଥିତି ବୁଦ୍ଧି ପାଇଁ ରକ୍ଷା ପାଇଲେ ଯାତ୍ରୀ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri