ୟୁଏଇରେ ବହୁପକ୍ଷୀୟ ମିଳିତ ସମରାଭ୍ୟାସ ଏକ୍ସ ଡେଜାର୍ଟ ଫ୍ଲାଗ ଫେବୃୟାରୀ ୨୭ରୁ: ୧୧ ଦେଶ ଦେବେ ଯୋଗ…

ଆବୁଧାବି,୨୫।୨ : ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ରେ ଆୟୋଜିତ ହେବାକୁ ଥିବା ବହୁପକ୍ଷୀୟ ସମରାଭ୍ୟାସରେ ଭାରତୀୟ ବାୟୁସେନା ଅଂଶଗ୍ରହଣ କରିବ। ଏହି ସମରାଭ୍ୟାସ ୨୭ ଫେବୃଆରୀରୁ ସଂଯୁକ୍ତ ଆରବ ଏମିରେଟ୍ସରେ ଆରମ୍ଭ ହେବ ଏବଂ ୧୭ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ। ଏହାକୁ ଏକ୍ସ ଡେଜାର୍ଟ ଫ୍ଲାଗ ଭାବେ ନାମିତ କରାଯାଇଛି। ଭାରତୀୟ ବାୟୁସେନା ପାଞ୍ଚଟି ହାଲୁକା ଯୁଦ୍ଧ ବିମାନ ତେଜସ ଏବଂ ଦୁଇଟି ସି -୧୭ ସହିତ ଅଂଶଗ୍ରହଣ ଏଥିରେ ଅଂଶ ଗ୍ରହଣ କରିବ।

ଏହା ପ୍ରଥମ ଥର ପାଇଁ ଭାରତୀୟ ବାୟୁସେନା ଭାରତରେ ନିର୍ମିତ ଏଲସିଏ ତେଜସ ଯୁଦ୍ଧ ବିମାନକୁ ଦେଶ ବାହାରେ କୌଣସି ସମରାଭ୍ୟାସରେ ଅନ୍ତର୍ଭୁକ୍ତ କରିଛି। ଏକ୍ସ ଡେଜାର୍ଟ ଫ୍ଲାଗ ବହୁପକ୍ଷୀୟ ସମରାଭ୍ୟାସରେ ଭାରତୀୟ ବାୟୁସେନା ସହିତ ୟୁଏଇ, ଫ୍ରାନ୍ସ, କୁଏତ, ଅଷ୍ଟ୍ରେଲିଆ, ବ୍ରିଟେନ, ବାହାରିନ, ମୋରୋକୋ, ସ୍ପେନ, ଦକ୍ଷିଣ କୋରିଆ ଏବଂ ଆମେରିକା ଆଦି ୧୧ ଟି ଦେଶ ଅଂଶଗ୍ରହଣ କରିବେ ।

ଭାରତୀୟ ବାୟୁସେନା କହିଛି ଯେ ଏହି ସମରାଭ୍ୟାସର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ଯୁଦ୍ଧ କାର୍ଯ୍ୟକଳାପରେ ନିୟୋଜିତ ହେବା ଏବଂ ଦୁନିଆର ସର୍ବୋତ୍ତମ ବାୟୁସେନା ସହିତ ଅଭ୍ୟାସ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri