ଆମେରିକା ସ୍କୁଲରେ ପୁଣି ଫୁଟିଲା ଗୁଳି: ୭ ମୃତ

ୱାଶିଂଟନ,୨୮ ।୩: ଆମେରିକାରେ ପୁଣିଥରେ ଫୁଟିଛି ଗୁଳି । କୁହାଯାଉଛି କି ଆକ୍ରମଣକାରି ଏଥର ଏକ ସ୍କୁଲରେ ଆଖିବିଜା ଗୁଳି ଚଳାଇଛନ୍ତି । ଘଟଣା ନ୍ୟାଶଭିଲ ଖ୍ରୀଷ୍ଟିଆନ ସ୍କୁଲରେ ହୋଇଛି । ଏହି ଗୁଳିକାଣ୍ଡରେ ୭ ଜଣଙ୍କ ମୃତ୍ୟୁ ହୋଇଛି । କୁହାଯାଉଛି କି ଆକ୍ରମଣକାରୀ ହେଉଛନ୍ତି ଜଣେ ଯୁବତି । ସନ୍ଦିଗ୍ଧ ଏକ ସାଇଡ କବାଟ ଦେଇ ପ୍ରବେଶ ଦ୍ୱାର ମାଧ୍ୟମରେ ସ୍କୁଲ ବିଲଡିଂ ଭିତରକୁ ପ୍ରବେଶ କରିଥିଲେ । ଗୁଳିକାଣ୍ଡ ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ସନ୍ଦିଗ୍ଧଙ୍କୁ ସ୍‌ୁଲର ଦ୍ୱିତୀୟ ମହଲାରେ ଘେରି ଯାଇଥିଲା । ପରେ ଗୁଳିକାଣ୍ଡର ଜବାବରେ ଉକ୍ତ ଆକ୍ରମଣକାରୀ ପୋଳଲିସ ଗୁଳିରେ ନିହତ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri