କାବୁଲରେ ଏକାଧିକ ବିସ୍ଫୋରଣ: ବହୁ ଦୂରକୁ ଶୁଭିଥିଲା ଶବ୍ଦ

କାବୁଲ,୪ା୧: ବୁଧବାର ଆଫଗାନିସ୍ତାନର ରାଜଧାନୀ କାବୁଲରେ ଏକାଧିକ ବିସ୍ଫୋରଣ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଜୋର୍‌ରେ ଥିଲା ଯେ ଏହା ବହୁ ଦୂରକୁ ଶୁଣା ଯାଇଥିଲା। ତେବେ ବିସ୍ଫୋରଣ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଏଥିସହ ଏଥିରେ ଆହତଙ୍କ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇ ନାହିଁ। କାବୁଲର ସୁରକ୍ଷା ଅଧିକାରୀ ଏପର୍ଯ୍ୟନ୍ତ କୌଣସି ମନ୍ତବ୍ୟ ମଧ୍ୟ ଦେଇନାହାନ୍ତି।

ତାଲିବାନ ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର ଅବଦୁଲ୍‌ ନାଫି ତକୁର କହିଛନ୍ତି, ଏହି ବିସ୍ଫୋରଣ କାବୁଲର ସାମରିକ ବିମାନବନ୍ଦରର ମୁଖ୍ୟ ଫାଟକ ନିକଟରେ ହୋଇଛି। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri