ଭାଜପାରେ ମିଶିଲେ ଏକାମ୍ରର ଏକାଧିକ ଯୁବନେତା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏବଂ ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନମଣ୍ଡଳୀର ବହୁ ଯୁବ ନେତୃତ୍ୱ ସୋମବାର ଆନୁଷ୍ଠାନିକ ଭାବେ ଦଳରେ ଯୋଗଦାନ କରିଛନ୍ତି ା ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାସୁଆଘାଇ ପଞ୍ଚାୟତର ଯୁବ ନେତା ବିପ୍ରଚରଣ ଜେନା (ବାପୁ)ଙ୍କ ନେତୃତ୍ୱରେ ସ୍ଥାନୀୟ ଅଞ୍ଚଳର ଯୁବ ନେତା ସନ୍ତୋଷ ଜେନା, ସୁରେଶ ଜେନା, ଅଶୋକ ବସ୍ତିଆ, ବିମଳ ଲେଙ୍କା, ମୁନା ଜେନା ପ୍ରମୁଖ ଭାଜପାରେ ସାମିଲ ହୋଇଛନ୍ତି। ସମୀର ମହାନ୍ତି ଏବଂ ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ନୂତନ ଭାବେ ଭାଜପାରେ ସାମିଲ ହୋଇଥିବା ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ ଜଣାଇଛନ୍ତି। ଯୁବଶକ୍ତିଙ୍କ ଯୋଗଦାନ ଦଳର ସଙ୍ଗଠନକୁ ଆହୁରି ଅଧିକ ସୁଦୃଢ଼ କରିବା ସହିତ ଭାଜପାକୁ ଆଗାମୀ ତ୍ରିସ୍ତରୀୟ ନିର୍ବାଚନରେ ନିଶ୍ଚିତ ସଫଳତା ଦେବ ବୋଲି ସମୀର କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରରେ ଗୁପ୍ତ ଗୁଣ୍ଡିଚା: ନାରାୟଣୀ ମନ୍ଦିରକୁ ବିଜେ ହେଲେ ଦୁର୍ଗାମାଧବ

ପୁରୀ ଅଫିସ, ୧।୧୦: ଶ୍ରୀମନ୍ଦିରରେ ଚାଲିଛି ଦୁର୍ଗାମାଧବ ଉପାସନା। ସୋମବାର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି ବିମାନରେ ବିଜେ ହୋଇ ଦୋଳମଣ୍ଡପ ସାହିସ୍ଥିତ ନାରାୟଣୀ...

କାର୍ଯ୍ୟାଳୟ ପାଇଁ ସତର୍କ, ଅନ୍ୟ ଅଞ୍ଚଳ ଚିନ୍ତାନାହିଁ

ଅନୁଗୋଳ ଅଫିସ୍‌, ୨୪ା୭ ମହାମାରୀ କରୋନା ଅନୁଗୋଳରେ କାୟା ମେଲାଇ ଚାଲିଛି। ଦିନକୁ ଦିନ ପଜିଟିଭ୍‌ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେଉଛି। ପୂର୍ବରୁ ପ୍ରବାସୀ ଶ୍ରମିକଙ୍କ...

କେବଳ ଜାତୀୟକରଣ ବ୍ୟାଙ୍କରେ ହିଁ ରହିବ ଶ୍ରୀମନ୍ଦିର ପାଣ୍ଠି: କ୍ରିଷନ କୁମାର

ପୁରୀ ଅଫିସ, ୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ଦୀପାଳିଙ୍କ ବୟାନ ପ୍ରାୟୋଜିତ, ଆମେ ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି କରୁନାହୁଁ: ଭାଜପା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଗୋଟିଏ ପଟେ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଏନେଇ ଝିଅ ଦୀପାଳି ଦାସଙ୍କ ପ୍ରତିକ୍ରିୟା ଚର୍ଚ୍ଚାକୁ...

ମୁନିଗୁଡ଼ା ଅଞ୍ଚଳରେ ମାଓବାଦୀ ପୋଷ୍ଟର, ବ୍ୟାନର: ଲୋକେ ଭୟଭୀତ

ମୁନିଗୁଡା,୧୦।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ତଥା ଅମ୍ବାଦଳା ଥାନା ଅନ୍ତର୍ଗତ ବିଜାବଣ୍ଡଳି ଗ୍ରାମ ଛକ ନିକଟରେ ରବିବାର ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା...

ଜୁଲାଇ ୩୧ ସୁଦ୍ଧା ଖରିଫ ଫସଲବୀମା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୬।୭(ଅନିଲ ଦାସ): ରାଜ୍ୟର ଚାଷୀମାନଙ୍କ ହିତ ଦୃଷ୍ଟିରୁ ୨୦୨୩ ଖରିଫ ଋତୁରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଚାଷୀମାନଙ୍କୁ ଅନ୍ତର୍ଭୁକ୍ତ କରିବା କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ...

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର...

Advertisement
Archives

Model This Week