ସିବିଓଆଇର ବହୁମୁଖୀ ଶିବିର

ଭୁବନେଶ୍ୱର,୨୦।୩: ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ସିବିଓଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ବହୁମୁଖୀ ଶିବିରର ଆୟୋଜନ କରାଯାଇଥିଲା। ବିଶେଷ କରି ସିବିଓଆଇ କୋଲକାତାର ଆଞ୍ଚଳିକ ମୁଖ୍ୟ ଅଜୟ କୁମାର ସିଂ ନିକଟରେ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ତାଙ୍କର ଏହି ଗସ୍ତ ସମୟରେ ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଶିରିପୁରସ୍ଥିତ ଇମେଜ କନ୍‌ଫରେନ୍ସ ହଲ୍‌ଠାରେ ଏକ ବହୁମୁଖୀ ଋଣ ଶିବିର, ଶାଖା ମୁଖ୍ୟ ଓ ଏଏଫ୍‌ଓମାନଙ୍କ ସମୀକ୍ଷା ବୈଠକର ଆୟୋଜନ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ବ୍ୟାଙ୍କ ପକ୍ଷରୁ ଭୁବନେଶ୍ୱର କ୍ଷେତ୍ରର ବିଭିନ୍ନ ଗ୍ରାହକଙ୍କୁ ୭୬ କୋଟି ଟଙ୍କାର ଋଣ ମଞ୍ଜୁରୀ ପତ୍ର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅଜୟ ଡିଏସ୍‌ଏ, ସମ୍ଭାବ୍ୟ ଡିଏସ୍‌ଏ ଓ ସିଏମାନଙ୍କ ସହ ବିସ୍ତୃତ ଆଲୋଚନା କରିବା ସହିତ ସେମାନଙ୍କୁ ଉତ୍ତମ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ। ଏପରିକି ସେ ମଧ୍ୟ ବ୍ୟାଙ୍କର ସମସ୍ତ ଶାଖା ମୁଖ୍ୟଙ୍କ ସହ ଆଲୋଚନା କରିବା ସହ ପ୍ରତି ଆବଶ୍ୟକୀୟ ଗ୍ରାହକଙ୍କ ନିକଟରେ ପହଞ୍ଚତ୍ବାକୁ ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର କ୍ଷେତ୍ରୀୟ ମୁଖ୍ୟ ଅନାଦି ବିଶ୍ୱାସଙ୍କ ସମେତ ବ୍ୟାଙ୍କର ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?