Posted inଜାତୀୟ

ଶରୀରରୁ ଏବେବି ବାହାରୁଛି କାଚ ଖଣ୍ଡ: ମୁମ୍ବାଇ ବିସ୍ଫୋରଣକୁ ୩୦ ବର୍ଷ

ମୁମ୍ବାଇ,୧୨ ।୩: ମୁମ୍ବାଇରେ ୧୯୯୩ହୋଇଥିବା ସିରିଏଲ ବୋମା ବିସ୍ଫୋରଣର ପୀଡ଼ିତ କିର୍ତ୍ତି ଅଜମେରା ମୋଦି ସରକାରଙ୍କୁ ଏହି ବ୍ଲାଷ୍ଟର ମାଷ୍ଟରମାଇଣ୍ଡ କୁହାଯାଉଥିବା ନମ୍ବର ୱାନ ଅଣ୍ଡରୱାର୍ଲଡ ଡନ ଦାଉଦ ଇବ୍ରାହିମଙ୍କୁ ଫାଶି ଦେବାକୁ ଦାବି କରିଛନ୍ତି । କିର୍ତ୍ତି ଅଜମେରା କହିଛନ୍ତି କଂଗ୍ରେସ ସରକାରଙ୍କ ସମୟରେ ତାଙ୍କୁ ଏମିତି କିଛି ଲାଗି ନ ଥିଲା କି ଦାଉଦ ଇବ୍ରାହିମକୁ ପୁଣି ଭାରତ ଅଣାଯିବ, ନା ଫାଶି ପର୍ଯ୍ୟନ୍ତ ପହଞ୍ଚାଇ ହେବ । ସେ କହିଛନ୍ତି, ମୋର ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି କି ନରେନ୍ଦ୍ର ମୋଦି ସରକାର ଦେଶର ସବୁଠାରୁ ବଡ ଶତ୍ରୁକୁ କେବଳ ଭାରତ ଆଣିବେ ନାହିଁ ବରଂ ତାଙ୍କୁ ଫାଶି ପର୍ଯ୍ୟନ୍ତ ପହଞ୍ଚାଇଦେବେ ଓ ବୋମା ବିସ୍ଫୋରଣର ପୀଡ଼ିତଙ୍କୁ ନ୍ୟାୟ ଦେବେ । ସେ ଆହୁରି ମଧ୍ୟ କହିଛନ୍ତି କି ମୁମ୍ବାଇ ବିସ୍ଫୋରଣକୁ ୩୦ ବର୍ଷ ହେେଇଥିଲେ ବି ଏବେ ପର୍ଯ୍ୟନ୍ତ ତାଙ୍କ ଶରୀରରୁ କାଚର ଖଣ୍ଡ ବାହାରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri