
ରିଲ୍ କରିବା କାଳ ହେଲା, ୩୦୦ ଫୁଟ୍ ଖାଲକୁ ଖସି ପଡ଼ି ଇନ୍ଫ୍ଲୁଏନ୍ସର ଅନ୍ଭିଙ୍କ ମୃତ୍ୟୁ


ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା
ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ
ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା
ପୁରୀ,୭ା୭(ଅଜିତ୍ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ
କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ
ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି।...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ
ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ।...

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍ ସହ ୩୮ ଗ୍ରାମ ସୁନା
ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ...
Archives
