Posted inଖେଳ

ମୁମ୍ବାଇ ସିଟି ଏଫ୍‌ସିକୁ ଆଇଏସ୍‌ଏଲ୍‌ ସିଲ୍ଡ

ମୁମ୍ବାଇ, ୧୨।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଶନିବାର ଅନୁଷ୍ଠିତ ୨ଟି ମ୍ୟାଚରେ ମୁମ୍ବାଇ ସିଟି ଅଫ୍‌ସି ଓ ବେଙ୍ଗାଲୁରୁ ଏଫ୍‌ସି ବିଜୟ ହାସଲ କରିଛି। ଗୋଆରେ ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୫-୩ ଗୋଲରେ ଗୋଆକୁ ହରାଇଥିବାବେଳେ ବେଙ୍ଗାଲୁରୁରେ ଆୟୋଜିତ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସି ୧-୦ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ଆହୁରି ୨ଟି ମ୍ୟାଚ ବାକିଥାଇ ମୁମ୍ବାଇ ସିଟି ଏଫ୍‌ସି ଦ୍ୱିତୀୟ ଥରପାଇଁ ଆଇଏସ୍‌ଏଲ୍‌ ସିଲ୍‌ଡ ହାସଲ କରିଛି। ପୂର୍ବରୁ ୨୦୨୦-୨୧ ସିଜନରେ ଦଳ ଏହି ସିଲ୍ଡ ହାସଲ କରିଥିଲା। ମୁମ୍ବାଇ ସିଟି ଏଫ୍‌ସି ୧୮ ମ୍ୟାଚରୁ ୧୪ ବିଜୟ ସହ ୪୬ ପଏଣ୍ଟ ପାଇ ସାରିଛି। ଅନ୍ୟ କୌଣସି ଦଳ ଏତେ ସଂଖ୍ୟକ ପଏଣ୍ଟ ପାଇବା ସମ୍ଭାବନା ନ ଥିବାରୁ ମୁମ୍ବାଇ ସିଲ୍ଡ ହାସଲ କରିଛି। ହାଇଦ୍ରାବାଦ ଏଫ୍‌ସି ୧୭ ମ୍ୟାଚରୁ ୩୬ ଓ କେରଳ ବ୍ଲାଷ୍ଟର୍ସ ୧୮ ମ୍ୟାଚରୁ ୩୧ ପଏଣ୍ଟ ପାଇ ପରବର୍ତ୍ତୀ ଦୁଇ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

CSKକୁ ବଡ଼ ଝଟ୍‌କା: IPL 2026ରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଆଉ ଜଣେ ଖେଳାଳି IPL 2026ରୁ ବାଦ ପଡ଼ିଛନ୍ତି। ଷ୍ଟାର ଫାଷ୍ଟ ବୋଲର ଖଲିଲ ଅହମ୍ମଦଙ୍କୁ ଆଘାତ ଯୋଗୁ ଚଳିତ ସିଜିନରୁ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri