Advertisement
Posted inଜାତୀୟ

ଜେଲରେ ଅନୀଲଙ୍କ ବିତିବ ଦୀପାବଳି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ରର ଗୃହମନ୍ତ୍ରୀ ଅନୀଲ ଦେଖମୁଖଙ୍କୁ ମିଳିଲାନି ଆଶ୍ୱସ୍ତି। ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ଜାମିନ ଆବେଦନକୁ ଶୁକ୍ରବାର ଖାରଜ କରିଛନ୍ତି। ଫଳରେ ଅନୀଲ ଦୀପାବଳି ଜେଲରେ ବିତାଇବେ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ପୂର୍ବତନ ଗୃହମନ୍ତ୍ରୀଙ୍କ ବିରୋଧରେ ରୁଜୁ ହୋଇଥିବା ଏହି ମାମଲାର ତଦନ୍ତ ସିବିଆଇ କରୁଛି। ତେବେ ଗୁରୁବାର କୋର୍ଟ ଦୁର୍ନୀତି ତଥା କାର୍ଯ୍ୟାଳୟର ଅପବ୍ୟବହାର ଅଭିଯୋଗରେ ନ୍ୟାୟିକ ହେପାଜତରେ ଥିବା ପୂର୍ବତନ ମହାରାଷ୍ଟ୍ର ଗୃହମନ୍ତ୍ରୀ ଦେଶମୁଖଙ୍କ ଜାମିନ ଆବେଦନ ଉପରେ ଶୁକ୍ରବାର ଶୁଣାଣି କରିବେ ବୋଲି କହିଥିଲେ। ଅନ୍ୟପଟେ ଇଡି ଦ୍ୱାରା ଅନିଲ ଦେଶମୁଖଙ୍କ ବିରୋଧରେ ଦାଖଲ ହୋଇଥିବା ମନି ଲଣ୍ଡରିଂ ମାମଲାରେ ଅକ୍ଟୋବର ୪ତାରିଖରେ ବମ୍ବେ ହାଇକୋର୍ଟରୁ ତାଙ୍କୁ ଜାମିନ ମିଳିସାରିଛି। ଏହା ପରେ ଅନୀଲଙ୍କ ପକ୍ଷରୁ ଏହି ମାମଲାରେ ଜାମିନ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୂରଦର୍ଶନରେ ପ୍ରସାରଣ ହେବାକୁ ଥିବା ରାମ ମନ୍ଦିର ଭୂମିପୂଜାକୁ ସିପିଆଇ ନେତାଙ୍କ ବିରୋଧ

ନୂଆଦିଲ୍ଲୀ,୨୭।୭: ଆଯୋଧ୍ୟାରେ ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ସମାରୋହ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶିଳାନ୍ୟାସ କରିବେ। କରୋନା...

ମୁଜଫରପୁରରେ ଜୀବନ୍ତ ଦଗ୍ଧ ହୋଇଥିବା ପୀଡ଼ିତାଙ୍କ ମୃତ୍ୟୁ

ପାଟନା,୧୭।୧୨: ବିହାର ମୁଜଫରପୁରରେ ଜୀବନ୍ତ ଦଗ୍ଧ ହୋଇଥିବା ପୀଡିତାଙ୍କର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ପାଟନା ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ...

ଭାରତୀୟ ସେନାର କରୋନା ମୁକାବିଲା: ପ୍ରଥମଥର ପାଇଁ ୩୫% ଅଧିକାରୀ-୫୦% ଜେସିଓ ସପ୍ତାହେ ପାଇଁ ଘରେ ରହି କରିବେ କାମ

ନୂଆଦିଲ୍ଲୀ,୨୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପ୍ରଥମଥର...

ରୋଡ୍‌ ରୋମିଓଙ୍କୁ ପେଟେଣ୍ଟ ମେଡିସିନ: ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା କନଷ୍ଟେବଳ

କାନପୁର,୧୦।୧୨: ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଦୁର୍ବ୍ୟବହାର। ରୋଡ୍‌ ରୋମିଓଙ୍କୁ ଉଚିତ ଶିକ୍ଷା ଦେଲେ ଆଣ୍ଟି ରୋମିଓ ସ୍କ୍ବାଡ୍‌। ୩୩ ସେକେଣ୍ଡରେ ୨୬ଥର ଜୋତାରେ ପିଟିଲେ ମହିଳା...

ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ: ୭୩ ବର୍ଷ ତଳେ ପାକିସ୍ତାନ କରିଥିଲା ଆକ୍ରମଣ

ଶ୍ରୀନଗର, ୨୨।୧୦: ଗୁରୁବାର ଜମ୍ମୁ-କଶ୍ମୀରରେ କଳା ଦିବସ ପାଳନ କରାଯାଉଛି। ୭୩ ବର୍ଷ ତଳେ ୧୯୪୭ ଅକ୍ଟୋବର ୨୨ରେ ପାକିସ୍ତାନ ସୈନ୍ୟ କବାୟଲିଙ୍କ ସହିତ ମିଳିତ...

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ

ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ...

ଶ୍ରଦ୍ଧା ହତ୍ୟା ମାମଲାର ପୁନରାବୃତ୍ତି, ସ୍ବାମୀଙ୍କୁ ୧୦ ଖଣ୍ଡ କଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୮।୧୧: ଶ୍ରଦ୍ଧା ହତ୍ୟା ମାମଲା ଭଳି ଦିଲ୍ଲୀରେ ଆଉ ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ତ୍ରିଲୋକପୁରୀର ପାଣ୍ଡବନଗର ପୋଲିସ ଷ୍ଟେଶନ ଅଞ୍ଚଳରୁ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର...

ରାମ ମନ୍ଦିର ନିର୍ମାଣ ପାଇଁ ୨,୧୦୦ କୋଟି ଦାନ ସଂଗ୍ରହ

ଅଯୋଧ୍ୟା,୨୮।୨: ରାମ ମନ୍ଦିର ନିର୍ମାଣ ପାଇଁ ଲୋକଙ୍କଠାରୁ ୨,୧୦୦ କୋଟି ଟଙ୍କାର ଦାନ ଇତିମଧ୍ୟରେ ସଂଗ୍ରହ କରାଯାଇଛି। ଏନେଇ ଟ୍ରଷ୍ଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ୪୪...

Advertisement
Archives

Model This Week