ରାଜଙ୍କୁ ମିଳିଲାନି ଜାମିନ

ମୁମ୍ବାଇ,୨୮।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ବା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇଥିବା କୁନ୍ଦ୍ରାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ବୁଧବାର ମୁମ୍ବାଇ ଏସ୍‌ପ୍ଲାନେଡ କୋର୍ଟର ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ସୁଧୀର ଭାଜିପାଲ ରାଜଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏଥିସହ ରାଜଙ୍କ ଆଇଟି ମୁଖ୍ୟ ରାୟନ ଥୋରପେଙ୍କ ମଧ୍ୟ ଜାମିନ ଆବେଦନ ଖାରଜ ହୋଇଛି। ଏହାପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର କୋର୍ଟ ରାଜଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଥିଲେ। ମୁମ୍ବାଇ କ୍ରାଇମ୍‌ ବ୍ରାଞ୍ଚ ରାଜଙ୍କୁ ୭ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ହେଲେ ତୃତୀୟ ଥର ରିମାଣ୍ଡରେ ନେବାକୁ କୋର୍ଟ ମନାକରିଦେଇଥିଲେ। ସୂଚନାମୁତାବକ ରାଜଙ୍କ ପାଖରେ ବ୍ରିଟିଶ ନାଗରିକତା ରହିଛି। କାଳେ ସେ ବିଦେଶକୁ ଫେରାର ହୋଇଯିବେ ସେହି ଆଶଙ୍କାରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଥିବା କୁହାଯାଉଛି। ଅନ୍ୟପଟେ ଏପ୍ରିଲରୁ ହିଁ ରାଜଙ୍କ ପାସପୋର୍ଟକୁ କ୍ରାଇମ୍‌ ବ୍ରାଞ୍ଚ ଜବତ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ଦଖଲରେ ଏମସିଡି, ଶୈଲୀ ଓବରାଏ ହେଲେ ମେୟର …

ନୂଆଦିଲ୍ଲୀ,୨୨।୨ : ଜାତୀୟ ରାଜଧାନୀ ଦିଲ୍ଲୀକୁ ବୁଧବାର ଏହାର ନୂତନ ମେୟର ମିଳିଛି। ଆମ ଆଦମୀ ପାର୍ଟି(ଏଏପି)ର ପ୍ରାର୍ଥୀ ଡ. ଶୈଲୀ ଓବରାଏ ଦିଲ୍ଲୀ ଏମସିଡର...

ସିନ୍ଦେ ‘ସେନା’ଙ୍କୁ ସଞ୍ଜୟଙ୍କ ଅପିଲ୍‌: ମହାରାଷ୍ଟ୍ରକୁ ଫେରି ଆଲୋଚନା କର

ମୁମ୍ବାଇ,୨୩।୬: ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଦେ ଏବଂ ଆସାମର ଗୁଆହାଟୀରେ ବସିଥିବା ତାଙ୍କ ସମର୍ଥକ ବିଧାୟକଙ୍କୁ ମୁମ୍ବାଇ ଫେରିବାକୁ ନିବେଦନ କରିଛି ଶିବସେନାର ବରିଷ୍ଠ...

ବଳାତ୍କାର, ହତ୍ୟା ମାମଲା: ଦୋଷୀଙ୍କୁ ୩ ଥର ଆଜୀବନ, ୨୬ ବର୍ଷ ଜେଲ୍‌

ଥିରୁଭାନନ୍ତପୁରମ୍‌,୧୮ା୭: ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କୋଲାମ୍‌ସ୍ଥିତ ଅତିରିକ୍ତ ସେସନ୍ସ (ପୋକ୍ସୋ) ଅଦାଲତ ବୁଧବାର ଅପରାଧୀଙ୍କୁ ତିନି ଥର ଆଜୀବନ ଜେଲ୍‌ଦଣ୍ଡାଦେଶ ସହିତ...

ସାବଧାନ! ଚକୋଲେଟ୍‌ରେ ମିଶୁଛି ଟେଲକମ ପାଉଡର

ଭୋପାଳ,୧୩।୧: ଯଦି ଆପଣଙ୍କ ପିଲା ଲଲିପପ୍‌ କମ୍ବା କ୍ୟାଣ୍ଡି ଚକୋଲେଟ୍‌ ଖାଉଛନ୍ତି ତେବେ ସାବଧାନ! କାରଣ କେତେକ ସ୍ଥାନରେ ଏହି ଚକୋଲେଟ୍‌ ପ୍ରସ୍ତୁତିରେ ଟେଲ୍‌କମ୍‌ ପାଉଡର...

ହାତକୁ ଦୁଇ ହାତ ହେଲେ ଏ ଆର୍‌ ରେହମାନଙ୍କ ଝିଅ: ଜାଣନ୍ତୁ କିଏ ହେଲେ ଏହି ମ୍ୟୁଜିକ୍‌ ଲିଜେଣ୍ଡଙ୍କ ଜ୍ୱାଇଁ…

ବମ୍ବେ: ବଲିଉଡ୍‌ର ଖ୍ୟାତନାମା ମ୍ୟୁଜିକ୍‌ ଲେଜେଣ୍ଡ ତଥା ଗାୟକ ଏ ଆର୍‌ ରେହମାନଙ୍କ ଘରେ ଏବେ ଖୁସିର ବାତାବରଣ। କାରଣ ତାଙ୍କ ଝିଅ ଖତିଜା ହାତକୁ...

ଏଆଇସିସିରୁ ପ୍ରଶିକ୍ଷଣ ନେବେ ୩୩ ସାଙ୍ଗଠନିକ ଜିଲାର ଯୁବକ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟ କଂଗ୍ରେସର ସାଙ୍ଗଠନିକ ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଜିଲା କମିଟି, ପ୍ରଦେଶ କଂଗ୍ରେସ କମିଟି ଆଦିର ପୁନର୍ଗଠନ ହେବ। ଏଥିଲାଗି ବିଶେଷ ସମୟ...

‘ସାହୋ’ ପାଇଁ କେତେ ପାରିଶ୍ରମିକ ନେଇଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ସାହୋ’ ପାଇଁ ଖୁବ୍‌ ବିଜି ଅଛନ୍ତି। ପ୍ରଥମ ଥର ଲାଗି ସେ...

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୯।୧୧: ‘ଠାକ୍‌ରେ’ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ଉଦ୍ଧବ ଠାକ୍‌ରେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବିଶାଳ ଜନସମୁଦ୍ରର ଉପସ୍ଥିତିରେ...

Advertisement
Archives

Model This Week