ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ

ମୁମ୍ବାଇ,୯।୫: ଚଳିତ ଆଇପିଏଲର ପ୍ଲେଅଫ ରେସ୍‌ରୁ ବାଦ ପଡି ମୁମ୍ବାଇ ଇଣ୍ଡିଆନ୍ସ ନିଜର ୧୧ତମ ମ୍ୟାଚ୍‌ ଖେଳିବ। ମୁମ୍ବାଇ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଜି କଡ଼ା ଟକ୍କର ଚାଲିବ। ତେବେ ଏହି ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। କୋଲକାତା ଚଳିତ ସଜିନରେ ୧୧ଟି ମ୍ୟାଚ୍‌ରୁ ୪ଟିରେ ଜିତି ପ୍ରାୟତଃ ପ୍ଲେଅଫରୁ ବାଦ ପଡ଼ିବା ସ୍ଥିତିରେ ରହିଛି। ତେଣୁ ମୁମ୍ବାଇ ଅପେକ୍ଷା ଆଜିର ମ୍ୟାଚ୍‌ କୋଲକାତା ପାଇଁ ଗୁରୁତ୍ୱପୂର୍ଣ୍ଣ।

ସେହିପରି ମ୍ୟାଚ୍‌ ପୂର୍ବରୁ ମୁମ୍ବାଇକୁ ଝଟକା ଲାଗିଛି। ମୁମ୍ବାଇ ପକ୍ଷରୁ ଆଜି ସୂର୍ଯ୍ୟ କୁମାର ଯାଦବ ଖେଳିବେ ନାହିଁ। ଆହତ ସମସ୍ୟା ଯୋଗୁ ସେ ପୂରା ଆଇପିଏଲରୁ ବାଦ ପଡିଛନ୍ତି। ସମାନ ସମସ୍ୟା ଯୋଗୁ ସେ ଆଇପିଏଲ ଆରମ୍ଭରୁ କିଛି ମ୍ୟାଚ ଖେଳି ନ ଥିଲେ। ଏବେ ପୁଣି ଆହତ ସମସ୍ୟା ଯୋଗୁ ଖେଳିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ କ୍ରିକେଟ ଆସୋସିଏଶନ ଉପରୁ ସସ୍‌ପେଣ୍ଡ ଆଦେଶ ଉଠିଲା

ନୂଆଦିଲ୍ଲୀ, ୮ା୯ (ପି.ଟି.)-ଲୋଧା କମିଟି ଗାଇଡ୍‌ ଲାଇନ୍‌ ଅନୁସାରେ କାର୍ଯ୍ୟ କରୁଥିବା ହୃଦ୍‌ବୋଧ ହେqବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରାଜସ୍ଥାନ କ୍ରିକେଟ...

ଗ୍ରେଗ୍‌ ବାର୍କଲେ ଆଇସିସି ନୂଆ ଅଧ୍ୟକ୍ଷ

ଦୁବାଇ,୨୬।୧୧(ପି.ଟି.): ନ୍ୟୁଜିଲାଣ୍ଡ କ୍ରିକେଟ ମୁଖ୍ୟ ଗ୍ରେଗ୍‌ ବାର୍କଲେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ନୂଆ ସ୍ବତନ୍ତ୍ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସିଙ୍ଗାପୁରର ଇମ୍ରାନ ଖ୍ବାଜାଙ୍କୁ...

ପଡିଆରେ ମ୍ୟାଚ୍‌ ଖେଳୁଥିଲେ ଏହି ଖେଳାଳି, ଅଚାନକ ଆସିଲା ମା’ଙ୍କ ମୃତ୍ୟୁ ଖବର

ସିଡନୀ,୧୨।୧୧: ଅଷ୍ଟ୍ରେଲିଆ ଏ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ପାକିସ୍ତାନ ଦଳ ପାଇଁ ଏକ ଦୁଃଖଦ ଖବର ଆସିଛି। ଦଳର ୧୬ ବର୍ଷୀୟ ବୋଲି ନସିମ...

ଆର୍ମି ଟ୍ରେନିଂ ସାରି ଏବେ ଏହି କାମରେ ଧୋନୀ

ନୂଆଦିଲ୍ଲୀ, ୨୨।୮:ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରୁ ବିଶ୍ରାମ ନେଇ ଭାରତୀୟ ସେନାରେ ଯୋଗଦେଇଥିଲେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହିସମୟ ମଧ୍ୟରେ ସେ ଟେରିଟୋରିଆଲ...

ଭାରତୀୟ ମହିଳା ଭଲିବଲ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୦।୫: (କ୍ରୀଡ଼ା ପ୍ରତିନିଧି): ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ(କାଭା) ଚ୍ୟାଲେଞ୍ଜ୍‌ କପ୍‌ ମହିଳା ଭଲିବଲ ଚାମ୍ପିୟନଶିପ୍‌ ନେପାଳର କାଠମାଣ୍ଡୁରେ ଚଳିତ ମାସ ୨୨ରୁ ୨୮...

ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍‌କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ...

ଇଂଲଣ୍ଡ ଦଳର ସଦ୍ୟ ଅସୁସ୍ଥ ଖେଳାଳି ସିବ୍‌ଲି

ସେଞ୍ଚୁରୀଅନ୍‌, ୩୦ା୧୨ (ଏଏଫ୍‌ପି)- ଦକ୍ଷିଣ ଆଫ୍ରିକା ଟୁର୍‌ରେ ଥିବା ଇଂଲଣ୍ଡ କ୍ରିକେଟ ଦଳର ଆଉ ଜଣେ ଖେଳାଳି ଓପନିଂ ବ୍ୟାଟ୍ସମ୍ୟାନ ଡୋମିନିକ୍‌ ସିବ୍‌ଲି ଅସୁସ୍ଥ ହୋଇ...

ଅଷ୍ଟ୍ରେଲିଆର ଚିନ୍ତା ଟପ୍‌ ଅର୍ଡର

ଆବୁଧାବି,୨୩।୧୦: ଶନିବାର ଠାରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌ର ମେନ ଇଭେଣ୍ଟ (ସୁପର-୧୨)। ପ୍ରଥମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ ଅଷ୍ଟ୍ରେଲିଆ। ଗ୍ରୁପ୍‌-୧ର ଏହି...

Advertisement
Archives

Model This Week