Posted inଜାତୀୟ

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍‌ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫ କିଲୋଗ୍ରାମ ଡ୍ରଗ୍ସ ଜବତ ହୋଇଥିଲା। ଯାହାକୁ ପଞ୍ଜାବର ଲୋକମାନେ କଶ୍ମୀରରୁ ମୁମ୍ବାଇକୁ ବାଇକ ଯୋଗେ ଆଣୁଥିଲେ। ଏହି ମାମଲାର ଅଧିକ ଖୋଳତାଡ କରାଯିିବା ପରେ ଏହା ପଛରେ ଅଣ୍ଡରୱାର୍ଲଡର ହାତ ଥିବା ନେଇ ଜାଣିବାକୁ ପାଇଥିଲା ଏନ୍‌ସିବି। ତେବେ ତଦନ୍ତ ସମୟରେ ଆତଙ୍କବାଦ ପାଣ୍ଠି ଓ ଡ୍ରଗ୍ସ ଚାଲାଣ ପାଇଁ ଅଣ୍ଡରୱାର୍ଲଡର କନେକ୍ସନ ସହ ଜଡିତ ଅନେକ ତଥ୍ୟ ମିଳିଥିଲା। ଏହାକୁ ଭିତ୍ତିକରି ଏନ୍‌ସିବି ମୁମ୍ବାଇର ଅନେକ ସ୍ଥାନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଅଣ୍ଡରୱାର୍ଲଡ ଡନ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକରକୁ ଏନ୍‌ସିବି ଗିରଫ କରିଛି। ଏନ୍‌ସିବି କାର୍ଯ୍ୟାଳୟକୁ ଇକ୍‌ବାଲଙ୍କୁ ଅଣାଯାଇ ପଚରାଉଚରା କରାଯିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୋଦି-ଶାହା

ନୂଆଦିଲ୍ଲୀ,୧୪ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ‘ବିଭାଜନ ବିଭିଷିକା ସ୍ମୃତି ଦିବସ’ ଅବସରେ ଦେଶର ବିଭାଜନ ସମୟରେ ମୃତ୍ୟୁ ହୋଇଥିବା ସମସ୍ତ ନାଗରିକଙ୍କୁ...

ଦେଶରେ ୩୦ ପ୍ରତିଶତ ହାଇକୋର୍ଟର ବିଚାରପତିଙ୍କ ପଦବୀ ଖାଲି

ନୂଆଦିଲ୍ଲୀ,୧୭।୩: ଦେଶରେ ହାଇକୋର୍ଟର ବିଚାରପତିଙ୍କ ପ୍ରାୟ ୩୦ ପ୍ରତିଶତ ପଦବୀ ଖାଲି ଅଛି। ହାଇକୋର୍ଟଗୁଡିକର ୧,୧୧୪ ବିଚାରପତିଙ୍କ ଅନୁମୋଦିତ ସଂଖ୍ୟା ରହିଛି ଏବଂ ବର୍ତ୍ତମାନ ୭୮୦ଟି...

୮ ରାଜ୍ୟ-କେନ୍ଦ୍ର ଶାସିତ ଅଞ୍ଚଳରେ ଲିଙ୍ଗ ଅନୁପାତ ୯୦୦ ତଳେ…

ନୂଆଦିଲ୍ଲୀ,୩୧।୧ : ୨୦୨୦-୨୧ ଏବଂ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସ୍ବାସ୍ଥ୍ୟ ପରିଚାଳନା ସୂଚନା ସିଷ୍ଟମ (ଏଚଏମଆଇଏସ) ରିପୋର୍ଟରେ ଦେଶରେ ଜନ୍ମ ସମୟରେ ଲିଙ୍ଗ ଅନୁପାତର...

୩ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ୩ ଦିନିଆ ଫ୍ରାନ୍ସ ଗସ୍ତରେ ସୋମବାର ନୂଆଦିଲ୍ଲୀ ଛାଡିଛନ୍ତି। ସେଠାରେ ରାଫେଲକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଆନୁଆଲ ଡିଫେନ୍ସ...

‘ନୀତିଶ କୁମାରଙ୍କ ବିରୋଧରେ ଷଡ଼ଯନ୍ତ୍ର’

ପାଟନା,୭।୮: ବିହାରରେ ରାଜନୀତି ସରଗରମ ହୋଇଛି। ଅଗଷ୍ଟ ୬ରେ ଆରସିପି ସିଂ ଜେଡିୟୁ ଛାଡିବା ପରେ ଏବେ ଦଳ ପକ୍ଷରୁ ତାଙ୍କ ବିରୋଧରେ ଅନେକ ଅଭିଯୋଗ...

ଶିଳ୍ପକୁ ଅକ୍ସିଜେନ୍‌ ଯୋଗାଣ ମନା

ନୂଆଦିଲ୍ଲୀ, ୧୯।୪: କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ଅକ୍ସିଜେନ୍‌ ସଙ୍କଟ ଦେଖାଦେଇଥିବାରୁ ସରକାର ଶିଳ୍ପସଂସ୍ଥାଗୁଡ଼ିକର ବ୍ୟବହାର ନିମନ୍ତେ ଅକ୍ସିଜେନ୍‌ ଯୋଗାଣକୁ ବନ୍ଦ କରିଛନ୍ତି। ରବିବାର ସ୍ବରାଷ୍ଟ୍ର...

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ...

ପରୀକ୍ଷା ସ୍ଥଗିତ ରଖିବାକୁ ସମସ୍ତ ବିଶ୍ୱବିଦ୍ୟାଳୟକୁ କହିଲା ୟୁଜିସି

ନୂଆଦିଲ୍ଲୀ,୧୯।୩ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି ୟୁଜିସି ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି।...

Advertisement
Archives

Model This Week