Posted inଖେଳ

ବଡ଼ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟା ହେଲେ ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୫।୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪କୁ ନେଇ ମୁମ୍ବାଇ ଇଣ୍ଡିଆନ୍ସ ବଡ଼ ଘୋଷଣା କରିଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇର ନୂଆ ଅଧିନାୟକ ଭାବେ ଦାୟିତ୍ୱ ମିଳିଛି। ସେ ରୋହିତ ଶର୍ମାଙ୍କ ସ୍ଥାନ ନେବେ।

ଆଇପିଏଲ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ଭାବେ ସଫଳତା ହାସଲ କରିଥିଲେ ହାର୍ଦ୍ଦିକ। ତାଙ୍କ ନେତୃତ୍ୱରେ ଦଳ ଡେବ୍ୟୁ ସିଜନ୍‌ରେ ଟୁର୍ନାମେଣ୍ଟ ଚାମ୍ପିୟାନ ହୋଇଥିଲା। ଏପରିକି ୨୦୨୩ ଆଇପିଏଲ୍‌ ଫାଇନାଲରେ ପ୍ରବେଶ କରିଥିଲା। ଏହାପରଠାରୁ ହାର୍ଦ୍ଦିକ ନିଜର ନେତୃତ୍ୱକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ନିକଟରେ ୨୦୨୪ ସଂସ୍କରଣ ଲାଗି ତାଙ୍କୁ ଗୁଜରାଟରୁ ଟ୍ରେଡ୍‌ କରିଥିଲା ମୁମ୍ବାଇ। ସେବେଠାରୁ ତାଙ୍କୁ ଦଳର ନେତୃତ୍ୱ ମିଳିପାରେ ବୋଲି ଚର୍ଚ୍ଚା ହେଉଥିଲା। ଏବେ ମୁମ୍ବାଇର ଆଧିକାରୀକ ଘୋଷଣା ପରେ ଚର୍ଚ୍ଚାରେ ବିରାମ ଲାଗିଛି।

ପ୍ରକାଶ ଯେ, ଦୀର୍ଘ ୧୦ ସିଜନ ଲାଗି ରୋହିତ ମୁମ୍ବାଇ ଅଧିନାୟକ ରହିଥିଲେ। ତାଙ୍କ ନେତୃତ୍ୱରେ ଦଳ ୫ଥର ଆଇପିଏଲ୍‌ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri