ଆଇପିଏଲ୍‌ ନିଲାମରେ ସବୁଠାରୁ ମହଙ୍ଗା ଭାରତୀୟ ଖେଳାଳି ପାଲଟିଲେ ଏହି କ୍ରିକେଟର; ଯୁବରାଜଙ୍କୁ କାଟିଲେ

ବେଙ୍ଗାଲୁରୁ,୧୨।୨: ଆଇପିଏଲ୍‌ ନିଲାମରେ ସବୁଠାରୁ ମହଙ୍ଗା ଭାରତୀୟ ଖେଳାଳି ପାଲଟିଛନ୍ତି ୨୩ ବର୍ଷୀୟ ଉଇକେଟକିପର ଈଶାନ କିଶନ। ତାଙ୍କୁ ୧୫.୨୫ କୋଟି ଟଙ୍କା ଖର୍ଚ୍ଚ କରି ମୁମ୍ବାଇ ଇଣ୍ଡିଆନ୍ସ ପୁଣି ଥରେ ଦଳରେ ସାମିଲ କରିଛି। ଈଶାନଙ୍କ ବେସ୍‌ ପ୍ରାଇସ୍‌ ୨ କୋଟି ରହିଥିଲା। ପୂର୍ବରୁ ଆଇପିଏଲ୍‌ ନିଲାମରେ ସବୁଠାରୁ ଅଧିକ ଅର୍ଥରାଶିରେ ନିଲାମ ହୋଇଥିବା ଖେଳାଳି ଯୁବରାଜ ସିଂହ ଥିଲେ।

୨୦୧୬ରେ ଗୁଜରାଟ ଲାୟନ୍ସ ପକ୍ଷରୁ ଆଇପିଏଲ୍‌ କ୍ୟାରିୟର ଆରମ୍ଭ କରିଥିଲେ। ୩୫ ଲକ୍ଷ ଟଙ୍କାରେ ସେତେବେଳେ ଦଳ ତାଙ୍କୁ କିଣିଥିଲା। ୨୦୧୮ରେ ୫.୫ କୋଟିରେ ମୁମ୍ବାଇ ତାଙ୍କୁ କିଣିଥିଲା। ୨୦୨୦ରେ ସେ ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌(ଆଇପିଏଲ୍‌)ରେ ପାଲଟିଥିଲେ। ଏଯାବତ ସେ ୧୧୦ ଟି୨୦ ମ୍ୟାଚ୍‌ ଖେଳିଥିବା ବେଳେ ୨୭୨୬ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର୍‌ଙ୍କ ଅଭିଯୋଗ: ପଶୁଙ୍କ ଭଳି ଆମ ସହ ବ୍ୟବହାର ନ କରାଯାଉ

ସିଡନୀ,୪।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଲାଯାଉଥିବା ବର୍ଡର-ଗାର୍ଭସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ଜାନୁଆରୀ ୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ଟେଷ୍ଟ ମ୍ୟାଚ୍‌ ପୂର୍ବରୁ...

ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍‌ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨...

ଖୁସିରେ ନାଚି ଉଠିଲେ ଦ୍ରାବିଡ

ବର୍ମିଂହାମ,୨।୭: ଇଂଲଣ୍ଡ ବିପକ୍ଷରେ ଜାରି ରହିଥିବା ଏଜବାଷ୍ଟନ ଟେଷ୍ଟର ପ୍ରଥମ ଦିନରେ ଅନେକ ସ୍ମରଣୀୟ ମୂହୁର୍ତ୍ତ ଥିଲା। ବ୍ୟାଟିଂ ନିମନ୍ତ୍ରଣ ପାଇଁ ମଇଦାନକୁ ଓହ୍ଲାଇଥିବା ଟିମ୍‌...

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ...

ଚାରି ନମ୍ବର ସ୍ଥାନ ପକ୍କା କରିଛନ୍ତି ଶ୍ରେୟାସ

କୋଲକାତା, ୯ା୬ (ପି.ଟି.)-ହ୍ବାଇଟ୍‌ ବଲ୍‌ କ୍ରିକେଟରେ ଭାରତୀୟ କ୍ରିକେଟ ଦଳରେ ୪ ନମ୍ବର ସ୍ଥାନ କିଏ ପୂରଣ କରିବା ସେ ନେଇ ଦୀର୍ଘ ଦିନ ହେଲା...

କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ...

ମଇଳା ଭିତରେ ରହୁଛନ୍ତି ଆଇପିଏଲ୍‌ର ଏହି ଖେଳାଳି: ଫଟୋ ଶେୟାର କରି କହିଲେ…

ଆଇପିଏଲ୍‌ର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ ଏବେ ଭାରତରେ ପହଞ୍ଚି ସାରିଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ନିଜ ଦଳ ସହ ଅଭ୍ୟାସ ପାଇଁ...

ଟି-୧୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଅଭିମୁଖେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଟି-୨୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ବିସିସିଆଇ...

Advertisement
Archives

Model This Week