ଚେନ୍ନାଇ ସୁପର୍‌ କିଙ୍ଗ୍ସ ସାମ୍ନାରେ ୧୬୩ ରନର୍‌ ଟାର୍ଗେଟ୍‌

ଆବୁଧାବି, ୧୯।୯: ଆଇପିଏଲ୍‌ର ୧୩ତମ ସଂସ୍କରଣ ଶନିବାରଠାରୁ ୟୁଏଇରେ ଆରମ୍ଭ ହୋଇଛି। ଆବୁଧାବିର ଶେଖ୍‌ ଜାୟେଦ ଷ୍ଟାଡିୟମରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ବିପକ୍ଷରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୬୨ ରନ୍‌ ସଂଗ୍ରହ କରିଛି। ଡିଫେଣ୍ଡିଂ ଚାମ୍ପିୟନ ତଥା ତାରକା ଖଚିତ ମୁମ୍ବାଇ ପକ୍ଷରୁ ସୌରଭ ତିଓ୍ବାରୀ ସର୍ବାଧିକ ୪୨ ରନ କରିଥିବାବେଳେ କ୍ୱିଣ୍ଟନ ଡି କକ୍‌ (୩୩) ଉପଯୋଗୀ ଇନିଂସ ଖେଳିଥିଲେ। ତେବେ ଅଧିନାୟକ ରୋହିତ୍‌ ଶର୍ମା (୧୨), ହାର୍ଦ୍ଦିକ ପାଣ୍ଡ୍ୟା (୧୪), କିରନ ପୋଲାର୍ଡ(୧୮), ସୂର୍ଯ୍ୟକୁମାର ଯାଦବ (୧୭), କ୍ରୁନାଲ ପାଣ୍ଡ୍ୟା (୩) ପ୍ରମୁଖ ଆଖିଦୃଶିଆ ବ୍ୟାଟିଂ କରିପାରି ନ ଥିଲେ। ପ୍ରତିପକ୍ଷ ଚେନ୍ନାଇ ସୁପର୍‌ କିଙ୍ଗ୍ସ ପକ୍ଷରୁ ଲୁନ୍‌ଗୀ ଏନ୍‌ଗିଡି ୩ଟି ଏବଂ ଦୀପକ ଚହର ଓ ରବୀନ୍ଦ୍ର ଜାଡେଜା ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଲେଗ୍‌-ସ୍ପିନର ପିୟୂଷ ଚାଓ୍ବଲା (୪-୦-୨୧-୧) ମଧ୍ୟ କଞ୍ଜୁସୀ ବୋଲିଂ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଦଳ ଘୋଷିତ

ଭୁବନେଶ୍ୱର,୮।୨(ସ୍ପୋଟର୍‌ସ ବ୍ୟୁରୋ): ଦୃଷ୍ଟିବାଧିତଙ୍କ ପାଇଁ ଖେଳାଯାଉଥିବା ଜାତୀୟ ନାଗେଶ ଟ୍ରଫି ୨୦୨୨-୨୩ ପାଇଁ ମଙ୍ଗଳବାର ୧୬ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଅନ୍ତର୍ଜାତୀୟ କ୍ରିକେଟର...

ଦକ୍ଷିଣ ଆଫ୍ରିକାକୁ ୧୯୭ରେ ରୋକି ଦେଲେ

ସେଞ୍ଚୁରିଆନ,୨୮।୧୨: ପ୍ରଥମ ଇନିଂସରେ ୩୨୭ ରନ୍‌ କରିଥିବା ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୯୭ ରନ୍‌ରେ ରୋକି ଦେଇଛି। ଫଳରେ ପ୍ରଥମ ଇନିଂସରେ ୧୩୦ ରନ୍‌...

ଜୀବନର ଅନ୍ତିମ ମୁହୂର୍ତ୍ତରେ ଧୋନୀଙ୍କ ବିଶ୍ୱକପ୍‌ ବିଜୟୀ ଛକା ଦେଖିବାକୁ ଚାହାନ୍ତି ପ୍ରସିଦ୍ଧ ଭାରତୀୟ ଖେଳାଳି

ଆଇସିସି ୨୦୧୧ ଦିନିକିଆ ବିଶ୍ୱକପ୍‌ ଭାରତୀୟ ପ୍ରଶଂସକଙ୍କ ମନରେ ସର୍ବଦା ଲିପି ବଦ୍ଧ ହୋଇ ରହିବ। ଓ୍ବାଙ୍ଖଡେ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ମହେନ୍ଦ୍ର ସିଂ...

ଡୋପ୍‌ ସାମ୍ପଲ ସଂଗ୍ରହ ଆରମ୍ଭ ହେବ

ନୂଆଦିଲ୍ଲୀ, ୧୯ା୫ (ପି.ଟି.)-କରୋନା ଭାଇରସ୍‌ ପାଇଁ ଚାଲିଥିବା ଲକ୍‌ଡାଉନ୍‌ରେ କୋହଳ କରାଯାଇଛି। ଏଣିକି ଆଥଲେଟ୍‌ମାନେ ଷ୍ଟାଡିୟମ ଅବା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଟ୍ରେନିଂ ନେଇପାରିବେ। ସେମାନଙ୍କଠାରୁ ଡୋପ୍‌...

ପ୍ରସିଦ୍ଧ ଅମ୍ପାୟାର ଅସଦ ରୌଫଙ୍କ ପରଲୋକ

ଇସଲାମାବାଦ,୧୫।୯: ଆଇସିସିର ଏଲିଟ ପ୍ୟାନେଲର ଅଂଶ ଥିବା ପାକିସ୍ତାନୀ ଅମ୍ପାୟାର ଅସଦ ରୌଫ (୬୬)ଙ୍କ ଲାହୋରରେ ଦେହାନ୍ତ ହୋଇଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି।...

ଜାତୀୟ ସେଲିଂରେ ନାରାୟଣଙ୍କୁ ବ୍ରୋଞ୍ଜ

ପାରାଦୀପ, ୨୨ା୧୦(ସ୍ବ.ପ୍ର.): ମୁମ୍ବାଇର ମାରଭେଠାରେ ଗତ ୧୬ ରୁ ଚାଲିଥିବା ଜାତୀୟ ସେଲିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ନାରାୟଣ ମୁଣ୍ଡା ଶୁକ୍ରବାର ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।...

ଗୋଟିଏ ବି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳି ନ ଥିବା ମୟଙ୍କ ଅଗ୍ରଓ୍ବାଲଙ୍କୁ ବିଶ୍ୱକପ୍‌ ଦଳରେ କାହିଁକି ମିଳିଲା ସ୍ଥାନ, ଜାଣନ୍ତୁ

ବର୍ମିଂହମ୍‌, ୨।୭: ଭାରତୀୟ ଦଳର ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପର ବାକି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ କର୍ନାଟକ ବ୍ୟାଟ୍ସମ୍ୟାନ୍‌ ମୟଙ୍କ...

ନିଜ ରୋଜଗାରକୁ ନେଇ କୋହଲିଙ୍କ ବଡ଼ ଖୁଲାସା, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୨।୮: ଭାରତୀୟ ଟିମ୍‌ର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭାବେ ପରିଗଣିତ ବିରାଟ କୋହଲି ଏବେ ଭଲ ଫର୍ମରେ ଅଛନ୍ତି। ଏହାକୁ ନେଇ ଆଲୋଚନା ଥମି ନ ଥିବା...

Advertisement
Archives

Model This Week