Posted inଖେଳ

ବ୍ୟାଟିଂ କରିବ ମୁମ୍ବାଇ

ଚେନ୍ନାଇ,୧୭ା୪- ଆଇପିଏଲ୍‌ର ୧୪ ତମ ସଂସ୍କରଣର ଶନିବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ନବମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପିଚ୍‌କୁ ଦେଖି ଅଧିନାୟକ ଶର୍ମା ଏଭଳି ନିଷ୍ପତ୍ତି ନେଇଛନ୍ତି। ମୁମ୍ବାଇ ୨ଟି ମ୍ୟାଚ ଖେଳିଥିବା ବେଳେ ଗୋଟିଏ ବିଜୟ ସହ ୨ ପଏଣ୍ଟ ପାଇଛି । ତେବେ ହାଇଦ୍ରାବାଦ ୨ଟି ମ୍ୟାଚ ଖେଳିଥିଲେ ମଧ୍ୟ କୌଣସି ମ୍ୟାଚରେ ବିଜୟ ହୋଇପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ବିଶ୍ୱକପ୍‌: ପାକିସ୍ତାନ- ନ୍ୟୁଜିଲାଣ୍ଡ ମୁକାବିଲା

ବର୍ମିଂହାମ,୨୬।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ କେତୋଟି ଶକ୍ତିଶାଳୀ ଦଳର ପରାଜୟ ପରେ ଏବେ ଟୁର୍ନାମେଣ୍ଟ ପୂରା ଖୋଲା ଯାଇଛି। ଅର୍ଥାତ ପଏଣ୍ଟ ତାଲିକାର ନିମ୍ନରେ ଥିବା କେତୋଟି...

ପଦକ ବିଜେତାଙ୍କୁ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୨।୨(କ୍ରୀଡ଼ା ପ୍ରତିନିଧି): ୨୦୨୨ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ଏବଂ ଗତବର୍ଷ ବିଭିନ୍ନ ପ୍ରତିଯୋଗିତାରେ ପଦକ ବିଜେତା ଓଡ଼ିଶା ଆଥଲେଟ୍‌ଙ୍କୁ ମଙ୍ଗଳବାର ରାଜ୍ୟ ସରକାରଙ୍କ...

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦: ଆଜିଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି

କଟକ ଅଫିସ,୧।୬: ଜୁନ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ବାରବାଟୀ ଟି-୨୦ ପାଇଁ ବୁଧବାରଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ହେବ।...

ସୂର୍ଯ୍ୟକୁମାରଙ୍କ ‘ନମସ୍କାର’ ସେଲିବ୍ରେଶନ୍‌କୁ ନେଇ ଚର୍ଚ୍ଚା: ଦେଖନ୍ତୁ ଭିଡିଓ

କୋଲକତା,୨୦।୨: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଚମତ୍କାର ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ...

ପୂର୍ବତନ ଶୁଟର ପୂର୍ଣ୍ଣିମାଙ୍କ ପରଲୋକ

ନୂଆଦିଲ୍ଲୀ, ୨୩ା୬ (ପି.ଟି.)-କର୍କଟ ରୋଗରେ ପୀଡ଼ି ଥିବା ଭାରତର ପୂର୍ବତନ ଶୁଟର ପୂର୍ଣ୍ଣିମା ଜାନାନେଙ୍କର ପରଲୋକ ଘଟିଛି। ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ତାଙ୍କ...

କାହିଁକି ଶାକାହାରୀ ହେଲେ କୋହଲି

କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି।...

କିଏ ସେହି ୨୦ ବର୍ଷୀୟ ଫାରୁକି, ଯାହାଙ୍କୁ ଏହି ଖାସ୍‌ କାମ ପାଇଁ ଭାରତ ଆସିବାକୁ ଧୋନୀଙ୍କ ଟିମ୍‌ରୁ ମିଳିଛି ଡାକରା

ନୂଆଦିଲ୍ଲୀ,୨୫।୩: ଆଉ ମାତ୍ର ଦୁଇ ସପ୍ତାହ ପରେ ଆରମ୍ଭ ହେବ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ଏଥିଲାଗି ସମସ୍ତ ଫ୍ରାଞ୍ଜାଇଜ୍‌ ପ୍ରସ୍ତୁତି ଜୋରଦାର କରିଛନ୍ତି। ଧିରେ ଧିରେ...

ଫର୍ମକୁ ଫେରି ସମସ୍ତଙ୍କ ମୁହଁ ବନ୍ଦ କଲେ ଏହି ଭାରତୀୟ କ୍ରିକେଟର: ଦୀର୍ଘ ବର୍ଷେ ପରେ…

ପୁଣେ,୨୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଶନିବାର ଖେଳାଯାଉଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ସମାଲୋଚନା ଉପରେ ପୂର୍ଣ୍ଣଚ୍ଛେଦ...

Advertisement
Archives

Model This Week