Posted inଖେଳ

ଟସ୍‌ ଜିତି ମୁମ୍ବାଇର ବ୍ୟାଟିଂ ନିଷ୍ପତ୍ତି

ଚେନ୍ନାଇ,୨୪।୫: ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲ୍‌-୨୦୨୩ର ଏଲିମିନେଟର ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ ବୋଲିଂ କରିବ।

ସୂଚନା ଯୋଗ୍ୟ, ଏହି ମ୍ୟାଚରେ ବିଜେତା ଦଳ ଦ୍ୱିତୀୟ କ୍ୱାଲିଫାୟର ଦ୍ୱିତୀୟ ମ୍ୟାଚରେ ପ୍ରଥମ କ୍ୱାଲିଫାୟରରେ ପରାଜିତ ହୋଇଥିବା ଗୁଜରାଟ ଟାଇଟାନ୍ସ(ଜିଟି)କୁ ମେ ୨୬ରେ ଭେଟିବ। ଏହାପରେ ଫାଇନାଲରେ ଖେଳିବାକୁ ଟିକଟ ପାଇ ସାରିଥିବା ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ସହିତ ଦ୍ୱିତୀୟ କ୍ୱାଲିଫାୟରର ବିଜେତା ଖେଳିବେ।

ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ: ଆୟୁଷ ବାଡୋନୀ, ଦୀପକ ହୁଡା, ପ୍ରେରକ ମାନକଡ, ମାର୍କସ ଷ୍ଟୋଇନିସ, ନିକୋଲାସ ପୁରାନ (ଉଇକେଟ କିପର), କୃନାଲ ପାଣ୍ଡ୍ୟା (ଅଧିନାୟକ), କୃଷ୍ଣପ୍ପା ଗୋଥାମ, ରବି ବିଷ୍ଣୁ, ନବୀନ-ଉଲ-ହକ, ଯଶ ଠାକୁର, ମୋହସିନ ଖାନ୍‌

ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ ଶର୍ମା (ଅଧିନାୟକ), ଇଶାନ କିଶନ (ଉଇକେଟ କିପର), କ୍ୟାମେରନ ଗ୍ରୀନ, ସୂର୍ଯ୍ୟକୁମାର ଯାଦବ, ଟିମ୍‌ ଡେଭିଡ, ତିଲକ ଭର୍ମା, କ୍ରିସ ଜୋର୍ଡାନ, ହ୍ରିତିକ ଶୋକେନ, ପୀୟୁଷ ଚାୱଲା, ଜେସନ ବେହେରେଣ୍ଡଫ, ଆକାଶ ମାଡୱାଲ


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?