ଟସ୍‌ ଜିତି ବୋଲିଂ କରିବ ମୁମ୍ବାଇ

ମୁମ୍ବାଇ,୧୨।୫: ମୁମ୍ବାଇ ଓ୍ବାଙ୍ଗଡେ ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୫୯ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରିବ। ଅନ୍ୟପକ୍ଷେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ମ୍ୟାଚ୍‌ରେ ୨ଟି ପରିବର୍ତ୍ତନ କରିଛି। ତ୍ରିଷ୍ଟାନ ଷ୍ଟବ୍ସ ଦଳରେ ଡେବ୍ୟୁ କରିଥିବା ବେଳେ କିରନ୍‌ ପୋଲାର୍ଡଙ୍କୁ ଦଳ ବାଦ ଦେଇଛି। ସେହିପରି ମୁର୍ଗନ୍‌ ଅଶ୍ୱିନଙ୍କ ବଦଳରେ ହ୍ରିତିକ୍‌ ଶୋକିନଙ୍କୁ ଅଧିନାୟକ ରୋହିତ ଶର୍ମା ସୁଯୋଗ ଦେଇଛନ୍ତି।

ମୁମ୍ବାଇ ଇଣ୍ଡିଆନ୍ସ: ରୋହିତ ଶର୍ମା(ଅଧିନାୟକ), ଇଶାନ କିଷାନ(ଉଇକେଟ କିପର), ତିଲକ ବର୍ମା, ତ୍ରିଷ୍ଟାନ ଷ୍ଟବ୍ସ, ରମନଦୀପ ସିଂ, ଟିମ୍‌ ଡାଭିଡ୍‌, ଡାନିଏଲ୍‌ ସାମ୍ସ, କୁମାର କାର୍ତ୍ତିକେୟ, ହ୍ରିତିକ୍‌ ଶୋକିନ, ଜସ୍‌ପ୍ରିତ ବୁମୁରା, ରିଲେ ମେରେଡିଥ୍‌

ଚେନ୍ନାଇ : ରୁତୁରାଜ ଗାଇକୱାଡ, ଡିଭେନ୍‌ କନ୍‌ଓ୍ବେ, ରବିନ ଉତ୍‌ଥପା, ଶିବମ ଦୁବେ, ଅମ୍ବାତି ରାୟଡୁ, ଏମ୍‌.ଏସ୍‌ ଧୋନି(ଅଧିନାୟକ, ଉଇକେଟ କିପର), ଡୱେନ ବ୍ରାଭୋ, ମନୀଷ ତିକ୍‌ସନା, ମୁକେଶ ଚୌଧୁରୀ, ମୋଇନ ଅଲି, ସିମରଜିତ ସିଂ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର ଦୁର୍ଲଭ ଖଣିଜ ସମ୍ପଦ; ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri