କୋଲକାତା ସାମ୍ନାରେ ୧୯୬ ରନ ଲକ୍ଷ୍ୟ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ

ଆବୁଧାବି, ୨୩।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସିଜନର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଥିବା ରୋହିତ୍‌ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୯୫ ରନ୍‌ ସଂଗ୍ରହ କରିଛି। ଅଧିନାୟକତ୍ୱ ଇନିଂସ ଖେଳି ରୋହିତ୍‌ ଦଳ ପକ୍ଷରୁ ସର୍ବାଧିକ ୮୦ (୫୪ ବଲ, ୩ ଚୌକା, ୬ ଛକା) ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୂର୍ଯ୍ୟକୁମାର ଯାଦବ (୪୭), ସୌରଭ ତିଓ୍ବାରୀ (୨୧), ହାର୍ଦ୍ଦିକ ପାଣ୍ଡ୍ୟା (୧୮) ଓ କିରନ ପୋଲାର୍ଡ (୧୩*) ଉପଯୋଗୀ ବ୍ୟାଟିଂ କରିଥିଲେ। ପ୍ରତିପକ୍ଷ କୋଲକାତା ପକ୍ଷରୁ ଶିଭମ ମାଭି ସର୍ବାଧିକ ୨ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ...

ବିଜୟ ପରେ ବି ଖୁସି ନାହାନ୍ତି ପନ୍ତ

ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରି ଦିଲ୍ଲୀ କ୍ୟାପିଟାଲ୍ସ ଦଶମ ବିଜୟ ହାସଲ କରିଛି। ତେବେ ଏହି ମ୍ୟାଚ ଜିତିବା...

ବିନା ଦର୍ଶକରେ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା...

ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦ ଛୁଇଁ ପାରିଲାନି ବାଂଲାଦେଶ

ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଅତ୍ୟନ୍ତ ନିମ୍ନମାନର ପ୍ରଦର୍ଶନ ଜାରି ରଖିଛି ବାଂଲାଦେଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ବାଂଲାଦେଶକୁ ମାତ୍ର ୭୩ ରନ୍‌ରେ ରୋକି ଦେଇଛି...

ସଚିନ ଅବସର ନେବାପରେ ଆଇପିଏଲ୍‌ ଦେଖିବା ଛାଡ଼ିଦେଲେ ଏହି ମହିଳା କ୍ରିକେଟର୍‌

ନୂଆଦିଲ୍ଲୀ, ୨୫।୮: ଭାରତୀୟ ମହିଳା କ୍ରିକେଟ୍‌ ଦଳର ଉଇକେଟ୍‌କିପର ସୁଷମା ବର୍ମା ଆଇପିଏଲ୍‌ ଦଳ ମୁମ୍ବାଇ ଇଣ୍ଡିଆନ୍ସର ଜଣେ ବଡ଼ ପ୍ରଶଂସିକା। କିନ୍ତୁ କିମ୍ବଦନ୍ତୀ ଭାରତୀୟ...

ଫ୍ରାନ୍ସ ଯିବେ ଅନଓ୍ବାର ଅଲ୍ଲୀ ଜୁନିୟର

ମୁମ୍ବାଇ, ୧୯ା୧୦ (ପି.ଟି.)-: ହୃତ୍‌ପୀଣ୍ଡ ଜନିତ ସମସ୍ୟା ଯୋଗୁ ଡକ୍ତରୀ ପରାମର୍ଶ ଲାଗି ଉଦୀୟମାନ ଡିଫେଣ୍ଡର ଅନଓ୍ବାର ଅଲ୍ଲୀ (ଜୁନିୟର) ଫ୍ରାନ୍ସ ଯିବେ। ତାଙ୍କ କ୍ଲବ...

ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍‌ଙ୍କ ବିଦାୟ

ମଣ୍ଟେ କାର୍ଲୋ, ୨୦।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ର୍‌ତିଯୋଗିତାରୁ ବିଦାୟ ନେଇଛନ୍ତି।...

ଭାରତକୁ କ୍ଷମା ମାଗିଲା ଅଷ୍ଟ୍ରେଲିଆ

ସିଡନୀ,୧୦।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିଡନୀରେ ଚାଲିଥିବା ତୃତୀୟ ଟେଷ୍ଟର ଚତୁର୍ଥ ଦିନରେ ଅଷ୍ଟ୍ରେଲୀୟ ଦର୍ଶକ ପୁଣି ଥରେ ସୀମା ଅତିକ୍ରମ କରିଛନ୍ତି। ଭାରତୀୟ...

Advertisement


Archives

Model This Week