ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଜର୍ସି ଉନ୍ମୋଚିତ

ଦୁବାଇ, ୩୦।୮- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନ-୧୩ ପୂର୍ବରୁ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଦଳ ଏହାର ନୂଆ ଜର୍ସି ଉନ୍ମୋଚିତ କରିଛି। ପୂର୍ବବର୍ଷ ପରି ଏଥର ମଧ୍ୟ ମୁମ୍ବାଇର ଜର୍ସି ଗାଢ଼ ନୀଳ ରହିଥିବା ଦେଖିବାକୁ ମିଳିଛି। ଜର୍ସିର ଦୁଇ କାନ୍ଧ ଓ ଅଣ୍ଟା ପାର୍ଶ୍ୱରେ ଗୋଲ୍ଡେନ ଛାପ ରହିଛି। ସେହିଭଳି ସାମ୍ନା ପାଖରେ ଫ୍ରାଞ୍ଚାଇଜର ମୁଖ୍ୟ ସ୍ପନଶର ସାମସଙ୍ଗ ଉଲ୍ଲେଖ ରହିଥିବାବେଳେ ଛାତିରେ ମୁମ୍ବାଇ ଇଣ୍ଡିଆନ୍ସର ଲୋଗୋ ରହିଛି। ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଏହି ନୂଆ ଜର୍ସିକୁ ଏହାର ଟୁଇଟର୍‌ ପୃଷ୍ଠାରେ ଶେୟାର କରାଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ, କରୋନା ମହାମାରୀ ଲାଗି ଆଇପିଏଲ୍‌-୧୩କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି। ସେପ୍ଟେମ୍ବର ୧୯ରୁ ଏହା ଆରମ୍ଭ ହେବ। ନଭେମ୍ବର ୧୦ରେ ଫାଇନାଲ ମ୍ୟାଚ୍‌ ଖେଳାଯିବ। ତେବେ ଚେନ୍ନାଇ ସୁପର୍‌ କିଙ୍ଗ୍ସର କିଛି ପ୍ରମୁଖ ଖେଳାଳିଙ୍କ ସମେତ ସପୋର୍ଟ ଷ୍ଟାଫ୍‌ କରୋନା ଚିହ୍ନଟ ହେବାପରେ ଆଇପିଏଲ୍‌ ବିଳମ୍ବରେ ଆରମ୍ଭ ହେବାର ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା

ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri