Posted inଖେଳ

ଚିୟରଲିଡରଙ୍କୁ ହୃଦୟ ଦେଇ ବସିଥିଲେ ମୁମ୍ବାଇ ଇଣ୍ଡିଆନ୍ସର ଏହି ଓ୍ବିକେଟ୍‌କିପର୍‌: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ଲଭ୍‌ଷ୍ଟୋରୀ

ନୂଆଦିଲ୍ଲୀ,୧୭।୯: ୨୦୨୦ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସର ଓ୍ବିକେଟ୍‌କିପର ଭାବେ ନଜର ଆସିବେ କ୍ୱିଣ୍ଟନ୍‌ ଡି କକ୍‌। ନିଜ ଖେଳକୁ ନେଇ ପରିଚିତ କ୍ୱିଣ୍ଟନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ସେତେଟା କେହି ଜାଣନ୍ତି ନାହିଁ। କାରଣଟି ହେଲା ସେ ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରୁହନ୍ତି। ଏହି ଖେଳାଳି ଚିୟରଲିଡରଙ୍କୁ ନିଜର ହୃଦୟ ଦେଇ ବସିଥିଲେ। ଫେସବୁକ୍‌ରୁ ତାଙ୍କ ପ୍ରେମକାହାଣୀ ଆରମ୍ଭ ହୋଇ ବିବାହରେ ଶେଷ ହୋଇଛି।

ଡି କକ୍‌ ଏବଂ ସାଶା ହର୍ଲେ ପ୍ରଥମ ଥର ପାଇଁ ୨୦୧୨ ଚମ୍ପିଆନ୍ସ ଲିଗ୍‌ର ଏକ ମ୍ୟାଚ୍‌ରେ ପରସ୍ପରକୁ ଭେଟିଥିଲେ। ମ୍ୟାଚ୍‌ରେ ଚିୟରଲିଡର ଥିଲେ ସାଶା। ଉକ୍ତ ମ୍ୟାଚ୍‌ରେ ଡି କକ୍‌ ଭଲ ପ୍ରଦର୍ଶନ କରିଥିଲେ। ଖେଳ ଶେଷ ହେବା ପରେ ସାଶା ତାଙ୍କୁ ଶୁଭେଚ୍ଛା ଜଣାଇବାକୁ ଆସିଥିଲେ। ପରେ ତାଙ୍କୁ ଫେସବୁକ୍‌ରେ ଡି କକ୍‌ ଧନ୍ୟବାଦ ଜଣାଇଥିଲେ। ଏହାପରଠାରୁ ଉଭୟ କଥା ହେବାକୁ ଲାଗିଥିଲେ।

ଧିରେ ଧିରେ ଏହା ପ୍ରେମରେ ପରିଣତ ହୋଇଥିଲା। ବହୁତ ସାହସ କରି ସାଶାଙ୍କୁ ଫୋନ୍‌ ନଂ ମାଗିଥିଲେ ଡି କକ୍‌। ପରେ ଫୋନ୍‌ରେ ଉଭୟ କଥା ହୋଇଥିଲେ। ଦୀର୍ଘ ୩ ବର୍ଷ ଧରି ସେଭଳି ଚାଲିଥିଲା। ସେମାନେ ପରସ୍ପରକୁ ଡେଟ୍‌ କରିଥିଲେ। ୨୦୧୫ରେ ଉଭୟ ନିର୍ବନ୍ଧ କରି ନେଇଥିଲେ। ୨୦୧୬ରେ ସେମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri