ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ ଇଣ୍ଡିଆନ୍ସ

ଆବୁଧାବି, ୬।୧୦: ଚଳିତ ଆଇପିଏଲ୍‌ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜସ୍ଥାନ ପ୍ରଥମେ ବୋଲିଂ କରିବ।
ବର୍ତ୍ତମାନ ସୁଦ୍ଧା ୫ ମ୍ୟାଚ୍‌ରୁ ୩ ବିଜୟ ଓ ୨ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲ ତାଲିକାରେ ଦିଲ୍ଲୀ କ୍ୟାପିଟାଲ୍ସ (୮) ପଛକୁ ୨ୟ ସ୍ଥାନରେ ରହିଛି। ଅପରପକ୍ଷରେ ରାଜସ୍ଥାନ ୪ଟି ମ୍ୟାଚ୍‌ରୁ ୨ଟି ଲେଖାଏ ବିଜୟ ଓ ପରାଜୟ ସହ ୪ ପଏଣ୍ଟ ପାଇ ୫ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହାନେ ଧରିବେ ଦିଲ୍ଲୀ କ୍ୟାପିଟାଲ୍ସର ମଙ୍ଗ! ଏଭଳି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୩: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ବେଳେ ଆହତ ହୋଇଥିଲେ ଶ୍ରେୟାସ ଆୟାର। ସମସ୍ୟା ଗମ୍ଭୀର ହୋଇଥିବା ହେତୁ ତାଙ୍କୁ ଫିଟ୍‌...

ରାଜସ୍ଥାନ ଦଳରେ ବିଶ୍ୱର ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ,୨୫।୮ : ଚଳିତ ଆଇପିଏଲ ସିଜନ୍‌ର ପରବର୍ତ୍ତୀ ଭାଗରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକାର ବାମହାତୀ ସ୍ପିନର ତାବରିଜ ଶାମସି। ଏହି...

ଓଡ଼ିଆ ଝିଅ ଚେଲ୍‌ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା

ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍‌ସି ବେଉରା। ଇଶକ୍‌ଜାଦେ ଫିଲ୍ମର ‘ମେଁ...

ପାକିସ୍ତାନର ଟପ୍‌ ଅର୍ଡର ସାଜିପାରେ ଭାରତ ପାଇଁ ଚିନ୍ତାର କାରଣ

ଦୁବାଇ,୨୩।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାଇଁ ଚିନ୍ତାର...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌ : ଗଫିନ୍‌ଙ୍କ ବିପର୍ଯ୍ୟୟ, ନିଶିକୋରୀ, ଇସ୍ନରଙ୍କ ବିଜୟ ଅଭିଯାନ

ପ୍ୟାରିସ୍‌,୨୮ା୯ (ଏପି): ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ କୁହାଯାଉଥିବା ଫ୍ରେଞ୍ଚ୍‌ ଓପନ୍‌ର ମୁଖ୍ୟ ଡ୍ର’ ରବିବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡରେ କେତେଜଣ ସିଡେଡ୍‌ ଖେଳାଳି...

ଭବିଷ୍ୟବାଣୀ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: କୋହଲିଙ୍କ ପରେ…

ନୂଆଦିଲ୍ଲୀ,୧୩।୧୦: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କୁ ଅଧିନାୟକ ଭାବରେ ପ୍ରମାଣ କରିବାକୁ ବହୁତ କମ ସମୟ ବାକି ଅଛି। ଯଦି ବିରାଟ କୋହଲି ଭାରତକୁ ୨୦୨୧...

ମ୍ୟାଚ୍‌ ନ ଖେଳି ମଧ୍ୟ ବିଶ୍ୱ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧: ଇଂଲଣ୍ଡ କ୍ରିକେଟର୍‌ ଓଲି ପୋପ ଭାରତୀୟ ଉଇକେଟ କିପର ସାହାଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜର ଚତୁର୍ଥ ଟେଷ୍ଟ...

ଦଳ ଚୟନ ନେଇ ଦ୍ୱନ୍ଦ୍ୱରେ କୋହଲି: ରାହାନେ, ରୋହିତ୍‌ କିମ୍ବା ପଞ୍ଚମ ବୋଲର

ଆଣ୍ଟିଗୁଆ, ୨୧।୮(ପି.ଟି.)- ଗୁରୁବାରଠାରୁ ଏଠାରେ ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଆରମ୍ଭ ହେବ। ତେବେ...

Advertisement
Archives

Model This Week